ଶାଳଗଛ କାଟିବା ଅଭିଯୋଗରେ ଜଣେ ଗିରଫ

ଦାରିଙ୍ଗବାଡ଼ି,୧୮।୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ବ୍ରାହ୍ମଣୀଗାଁ ବନ ବିଭାଗ ପକ୍ଷରୁ ଜଣେ କାଠ ମାଫିଆକୁ ଗିରଫ କରିବା ସହ କୋର୍ଟଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଉକ୍ତ ବନାଞ୍ଚଳ କାରଟିଙ୍ଗିଆ ପଞ୍ଚାୟତ ତିଆରି ଗାଁର ରାଧାକାନ୍ତ ପ୍ରଧାନ ବୋଲଇ ବନାଞ୍ଚଳ ଅଧିକାରାୀ ପ୍ରଦୀପ ବେହେରା କହିଛନ୍ତି। ସେ କହିଛନ୍ତି ଯେ, ରାଧାକାନ୍ତ ଜଣେ କାଠମାଫିଆ। ସେ ଦୀର୍ଘ ଦିନ ଧରି ଉକ୍ତ ଅଞ୍ଚଳରେ ଶାଳ କାଠ ସମେତ ବହୁ ମୂଲ୍ୟବାନ କାଠ କାଟି ବିକ୍ରି କରୁଛନ୍ତି।  ସେ କାଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ କାଟୁଥିବା ଖବର ପାଇ ବନାଞ୍ଚଳ ଅଧିକାରୀ ପ୍ରଦୀପ ବେହେରାଙ୍କ ନିର୍ଦ୍ଦେଶକ୍ରମେ ବନପାଳ ହରିଶ ପ୍ରଧାନ ଏବଂ ଅନ୍ୟ କର୍ମଚାରୀ ଚଢ଼ାଉ କରି ରାଧାକାନ୍ତଙ୍କୁ ଧରିବାରେ ସଫଳ ହେବା ସହ ତାଙ୍କୁ ଗିରଫ କରି ଦାରିଙ୍ଗବାଡ଼ି ପ୍ରଥମଶ୍ରେଣୀ ବିଚାର ବିଭାଗରେ ହାଜର କରାଇଛନ୍ତି। ତାଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦିଆଯାଇଛି। ରାଧାକାନ୍ତଙ୍କୁ ଅଧିକା ପଚରାଉଚରା କରିବାକୁ ବନବିଭାଗ ରିମାଣ୍ଡରେ ଆଣିବ ବୋଲି ବନାଞ୍ଚଳ ଅଧିକାରୀ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ…

ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ: ଅଗ୍ନିଶମ ବାହିନୀର ପହଞ୍ଚିବା ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ…

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତାର କାଣିଗୁମା ନିକଟରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଦୀର୍ଘ ସମୟ ଧରି ଯାତାୟାତ…

କାର୍ଯ୍ୟରତ କର୍ମଚାରୀଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ: ମୃତଦେହ ରଖି ଗ୍ରାମବାସୀଙ୍କ ବିକ୍ଷୋଭ,ଏହି ଦାବି କରିବା ପରେ…

ଦେବଗଡ,୮ା୫(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଳକ ଅନ୍ତର୍ଗତ ଆମ୍ବକଟା ସ୍ଥିତ ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେଶନ ଗ୍ରିଡରେ ଗତ ଏପ୍ରିଲ ୨୯ ତାରିଖ ଦିନ ଘଟିଥିବା ଦୁର୍ଘଟଣାରେ…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ପାଇଁ ତେଜିଲା ଦାବି: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସାକ୍ଷାତ

କର୍ଲାମୁଣ୍ଡା,୮/୫(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହହାଲ ପଞ୍ଚାୟତ ଠାରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ସ୍ଥାପନ ପାଇଁ ଅଞ୍ଚଳବାସୀ ଦୀର୍ଘ ଦିନରୁ ଦାବି କରିଆସୁଛନ୍ତି।…

ମାଙ୍କେ ଆନ୍ନା କମେଡି ଦେଖିବାକୁ ଅସମ୍ଭାଳ ଭିଡ: ସୁରକ୍ଷା ବ୍ୟବସ୍ଥା…

ଭଞ୍ଜନଗର,୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୧୩ ଦିନରେ ପହଞ୍ଚିଛି। ଆସନ୍ତା ୨୦ ତାରିଖରେ ବାହୁଡ଼ା ଯାତ୍ରା ପରେ ଯାତ୍ରା ଉଦଯାପିତ ହେବ। ତେଣୁ…

ଧରିତ୍ରୀ କାର୍ଯ୍ୟାଳୟରେ ଯୁବକଙ୍କ ଉନ୍ମତ୍ତକାଣ୍ଡ; ଫୁଟପାଥରେ ଯୁବକଙ୍କୁ ଘୋଷାଡ଼ି ପିଟିଲେ, ପଥରରେ ଛେଚିଲେ

କଟକ,୮।୫(କାର୍ତ୍ତିକ ସାହୁ): ବାଦାମବାଡ଼ି ଥାନା ଅନ୍ତର୍ଗତ ହାଇକୋର୍ଟ କଲୋନୀ ଛକ ତଥା ଧରିତ୍ରୀ କାର୍ଯ୍ୟାଳୟ ନିକଟରେ ଗୁରୁବାର ସନ୍ଧ୍ୟାରେ କେତେଜଣ ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସାମାନ୍ୟ…

ଓଡ଼ିଶା ସର୍ଭେ ନମ୍ବର ଉପରେ ଚୂନ ବୋଳି ନିଜ ସର୍ଭେ ନଂ. ଲେଖିଲା ଆନ୍ଧ୍ର: ଜବରଦସ୍ତ ଅନୁପ୍ରବେଶ

ପାରଳାଖେମୁଣ୍ଡି,୮ା୫(ଗିରିଧାରୀ ପରିଚ୍ଛା):ଗଜପତି ଜିଲା ଆନ୍ଧ୍ର ସୀମାନ୍ତରେ ପୁଣି ଥରେ ଆନ୍ଧ୍ର ପ୍ରଦେଶ ଜବରଦସ୍ତ ଅନୁପ୍ରବେଶ କରିଛି। ଏବେ ଚାଲିଥିବା ଜନଗଣନା କାର୍ଯ୍ୟରେ ଆନ୍ଧ୍ର ହସ୍ତକ୍ଷେପ କରିଛି। ସୀମାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri