ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ କିଛି ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ମୁମ୍ବାଇ ଏଲ୍‌ଟିଟି, ପୁରୀ ରାଉରକେଲା ପାସେଞ୍ଜର, ଦୁର୍ଗ-ପୁରୀ, ଧାନବାଦ ଭୁବନେଶ୍ୱର ରାଜ୍ୟରାଣୀ ଆଦି ଟ୍ରେନ୍‌ ନରାଜ ଦେଇ ଯିବ। ଦୁର୍ଗରୁ ପୁରୀ ଆସୁଥିବା ଟ୍ରେନ୍‌ ନରାଜ ହୋଇ ଭୁବନେଶ୍ୱରରେ ପହଞ୍ଚିବ। ତାଳଚେର-ପୁରୀ ମେମୁ କଟକ ପରିବର୍ତ୍ତେ ନରାଜ ଦେଇ ଆସିବ। ଟ୍ରେନ୍‌ ରୁଟ୍‌ ପରିବର୍ତ୍ତନ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରକାଶଯୋଗ୍ୟ, ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଉକ୍ତ ସ୍ଥାନରେ ଟ୍ରାକ୍‌ରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନ୍‌କୁ ପଛରୁ ଧକ୍କା ଦେଇଛି। ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି। କଟକ ଏସ୍‌ସିବି ମେଡିକାଲରେ ଆହତମାନଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ...

ରାଜ୍ୟ ସଭା ନିର୍ବାଚନ ପାଇଁ ହୋଇପାରେ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଓ ଉପ ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିପାରନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।...

୧ରୁ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଆସନ୍ତା ଜୁଲାଇ ୧ ତାରିଖରୁ ସମଗ୍ର ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଏଭଳି ଚେତାବନୀ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ...

ୟୁକ୍ରେନ୍‌ରୁ କେନ୍ଦୁଝର ଫେରିଲେ ଶିବମ

ଚମ୍ପୁଆ, ୬।୩(ଡି.ଏନ୍‌.ଏ.): ୟୁକ୍ରେନ ଓ ଋଷ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତିରେ ଫଶି ରହିଥିବା ଶିବମ ସାହୁ ଶନିବାର ନିଜ ଜନ୍ମମାଟି ଚମ୍ପୁଆରେ ପହଞ୍ଚିଛନ୍ତି। ଶିବମ...

ମହାନଦୀ ପଠାରେ ଫସି ରହିଛନ୍ତି ହାତୀପଲ

ବାଙ୍କୀ,୨୪ା୧: କଟକ ଜିଲା ବାଙ୍କୀ ବ୍ଲକ କଇଁମୁଣ୍ଡି ନିକଟ ମହାନଦୀ ପଠାରେ ଏକ ହାତୀପଲ ଫସି ରହିଛନ୍ତି। ଶନିବାର ରାତିରେ ଆଠଗଡ଼ ସୁକାସନ ସଂରକ୍ଷିତ ଜଙ୍ଗଲରୁ...

ପୌରାଧ୍ୟକ୍ଷ ଆଶାୟୀ ତାଲିକା ବଢୁଛି

ପାରାଦୀପ,୩ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବୁଧବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ହେଲେ ପାରାଦୀପ ପୌର ପରିଷଦରେ କେହି ମନୋନୟନ ପତ୍ର ଦାଖଲ କରିନାହାନ୍ତି।...

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି:ପୁଣି ପଦଯାତ୍ରାରେ ଭୁବନେଶ୍ୱର ଯିବେ ସେବାୟତ

ବାରିପଦା ଅଫିସ,୨୬।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ପ୍ରଦାନ ଲାଗି ଜିଲା ବ୍ୟାପୀ ଦାବି ଜୋର ଧରିଛି। ଜୁନ ୨୯ ତାରିଖରେ ବାରିପଦା ଜଗନ୍ନାଥ ମନ୍ଦିର...

Advertisement
Archives

Model This Week