ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ

ବଇଣ୍ଡା,୨୪।୮(ଡି.ଏନ.ଏ.)- କିଶୋରନଗର ବ୍ଲକ ହଣ୍ଡପା ଥାନା ଲୁହାମୁଣ୍ଡା ବାରିକ ସାହିରୁ ଶୁକ୍ରବାର ସାରେ ଏକ ଚୋରା ଶାଳ କାଠ ବୋଝେଇ ହୋଇଥିବା ଟ୍ରାକ୍ଟରକୁ ବନବିଭାଗ ଜବତ କରିଛି। ଏଥିରେ ୨୨ ସିପ୍ଟ କାଠ ଥିବାବେଳେ ୩୦ ହଜାର ଟଙ୍କା ହେବ ବୋଲି ବନ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଘଟଣାରୁ ଜଣାପଡ଼ିଛି, ଏକ (ଓଆର୧୯ଜି୯୪୩୯) ଟ୍ରାକ୍ଟରରେ ଚୋରା ଶାଳ ଚଉ କାଠ ବୋଝେଇ କରି ବାହାରକୁ ଚାଲାଣ ହେଉଥିବା ଖବରପାଇ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରାଙ୍କ ସମେତ ବନବିଭାଗ କର୍ମଚାରୀ ଚଢାଉ କରି ଜବତ କରିଥିଲେ। ଏଥିରେ କାହାରିକୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri