ଶାଶୁଙ୍କ ଜନ୍ମଦିନ ପାଳିଲେ ବିଗ୍‌ ବି

ମୁମ୍ବାଇ: ଅମିତାଭ ବଚ୍ଚନ ସପରିବାର ଚାର୍ଟର ପ୍ଲେନ୍‌ରେ ଶନିବାର ଭୋପାଳ ଯାଇଥିଲେ। ବିଗ୍‌ ବିଙ୍କ ସହ ସ୍ତ୍ରୀ ଜୟା ବଚ୍ଚନ, ପୁଅ ଅଭିଷେକ, ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ନାତୁଣୀ ଆରାଧ୍ୟା ଏବଂ ଝିଅ ଶ୍ୱେତା ମଧ୍ୟ ଯାଇଥିଲେ। ଶନିବାର ବିଗ୍‌ ବିଙ୍କ ଶାଶୁ ଇନ୍ଦିରାଙ୍କ ୯୦ତମ ଜନ୍ମଦିବସ ଥିବାରୁ ବଚ୍ଚନ ପରିବାର ଶ୍ୟାମଳା ହିଲ୍‌ସ୍ଥିତ ଅଂଶଲ ଆପାର୍ଟମେଣ୍ଟରେ ପହଞ୍ଚିଥିଲେ। ସେଠାରେ କିଛି ସମୟ ରହି ପୁଣି ମୁମ୍ବାଇ ଫେରି ଆସିଛନ୍ତି। ବଚ୍ଚନ ପରିବାର ଖୁବ୍‌ କମ୍‌ ଭୋପାଳ ଆସିଥାନ୍ତି। ତେଣୁ ତାଙ୍କ ଆସିବା ଖବର ଶୁଣି ପ୍ରଶଂସକଙ୍କ ଭିଡ଼ ଜମିଥିଲା। ପରିସ୍ଥିତି ଏପରି ହୋଇଥିଲା ଇନ୍ଦିରାଙ୍କ ଆପାର୍ଟମେଣ୍ଟ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୀଳ ଆଖିରେ ସ୍ବପ୍ନ ଦେଖାଉଥିବା ଅଭିନେତାଙ୍କ ଜୀବନରେ ଥିଲା ୩ ଦୁର୍ବଳତା

ମୁମ୍ବାଇ, ୨।୬: ବଲିଉଡ୍‌ର କିମ୍ବଦନ୍ତୀ ପୁରୁଷ ରାଜ କପୁରଙ୍କ ୩୨ତମ ଶ୍ରାଦ୍ଧ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ୧୯୮୮ ଜୁନ୍‌ ୨ରେ ୬୩ ବର୍ଷ...

ଝିଅର ଜନ୍ମଦିନ ପାଳିଲେ ଧର୍ମେନ୍ଦ୍ର-ହେମା

ମୁମ୍ବାଇ: ବଲିଉଡ ଡ୍ରିମ ଗର୍ଲ ହେମା ମାଳିନୀ ଓ ଅଭିନେତା ଧର୍ମେନ୍ଦ୍ର ଝିଅ ଆହାନାଙ୍କର ବାର୍ଥଡେ ନିଜ ପରିବାର ସହ ମୁମ୍ବାଇର ଜୁହୁ ସ୍ଥିତ ଏକ...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ : ପକେଟ୍‌ ମନି ଦାନକଲେ ଜୁହି ଚାଓ୍ବଲାଙ୍କ ପୁଅ

ମୁମ୍ବାଇ: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ସାରା ବିଶ୍ୱ ଚିନ୍ତା ପ୍ରକଟ କରିଛି। ଅଷ୍ଟ୍ରେଲିଆର ଏହି ବିପତ୍ତି ସମୟରେ ସମସ୍ତେ ସହାୟତାର ହାତ...

ସବୁଠାରୁ ମହଙ୍ଗା ଭାରତୀୟ ଅଭିନେତା ତାଲିକାରେ ପ୍ରଭାସ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ପ୍ରଭାସଙ୍କ ଅପ୍‌ କମିଂ ଆକ୍ସନ ଫିଲ୍ମ ‘ସାହୋ’ ଅଗଷ୍ଟ ୩୦ରେ ପରଦାକୁ ଆସିବ। ତେଲଗୁ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରୁଥିବା ଶ୍ରଦ୍ଧା କପୁର...

କାର୍ତ୍ତିକଙ୍କ ସହ ଫିଲ୍ମ କରିବାକୁ ମନାକଲେ ସାରା

୨୦୧୮ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କେଦାରନାଥ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତ୍ରୀ ତଥା ସୈଫ୍‌ ତନୟା ସାରା ଅଲ୍ଲୀ ଖାନ୍‌। ସୁନ୍ଦର ଅଭିନୟ ଓ ଭିନ୍ନ...

ଚାରୁ ଅସୋପାଙ୍କୁ ବିବାହ କରିବେ ସୁଷ୍ମିତା ସେନଙ୍କ ଭାଇ ରାଜୀବ, ପ୍ରି-ଓ୍ବେଡିଂ ଫଟୋ ଭାଇରାଲ

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି ସୁଷ୍ମିତା ସେନଙ୍କ ଭାଇ ରାଜୀବ ସେନ। ଭାରତୀୟ ରୀତିନୀତି ଅନୁଯାୟୀ ଗୋଆରେ ବିବାହ ଅନୁଷ୍ଠିତ ହେବ। ରାଜୀବ ପ୍ରେମିକା...

ଅର୍‌ମାନଙ୍କ ରିସେପ୍‌ସନ ପାର୍ଟିରେ ମଲାଇକା, ଅର୍ଜୁନ

କରିନା- କରିସ୍ମାଙ୍କ ସମ୍ପର୍କୀୟ ଭାଇ ଅରମାନ ଜୈନଙ୍କ ରିସେପ୍‌ସନ ପାର୍ଟିରେ ବହୁ ନାମୀଦାମୀ ଅତିଥି ଯୋଗ ଦେଇଥିଲେ। ମାତ୍ର ପାର୍ଟିରେ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ...

ଓ୍ବାଘା ବର୍ଡରରେ ସୋନାଲି

ମୁମ୍ବାଇ: ଏଥର ନୂଆବର୍ଷକୁ କିଏ କେତେ ଢଙ୍ଗରେ ପାଳନ କରିଛନ୍ତି। ବିଶେଷ ଭାବେ ବଲିଉଡ୍‌ ସେଲିବ୍ରିଟିମାନେ ଭିନ୍ନ ଭିନ୍ନ ସ୍ଥାନରେ ଯାଇ ନୂଆବର୍ଷ ପାଳନ କରିଥିବାର...

Advertisement


Archives

Model This Week

Why Dharitri