ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଦଳର ମୁଖପାତ୍ର ମନୋରଞ୍ଜନ ଦାସ ଓ ଅମିୟ ପାଣ୍ଡବ କହିଛନ୍ତି, ମୁଖ୍ୟମନ୍ତ୍ରୀ ସବୁବେଳେ ଆଇନ ତା’ ବାଟରେ ଯିବ ବୋଲି କୁହନ୍ତି। କିନ୍ତୁ ଗୋଟିଏ ପରେ ଗୋଟିଏ ଅପରାଧରେ ଶାସକ ଦଳର ନେତା, ମନ୍ତ୍ରୀଙ୍କର ସମ୍ପୃକ୍ତି ଥିବା ଦେଖିବାକୁ ମିଳୁଛି। ଅପରାଧ ନିୟନ୍ତ୍ରଣ ଦାୟିତ୍ୱରେ ଥିବା ପୋଲିସ ପ୍ରଶାସନ ଏହି ଶାସକ ଦଳ ସମର୍ଥିତ ଗୁଣ୍ଡାଙ୍କ ସମର୍ଥକ ଓ ସୁରକ୍ଷା ଦାତା ସାଜିଛି। ରାଜ୍ୟରେ ବଳାତ୍କାର, ହତ୍ୟା, ମହିଳା ଓ ଶିଶୁ ନିର୍ଯ୍ୟାତନା, ଅପହରଣ ମାମଲାରେ ପୋଲିସ ଜାଣିଶୁଣି ଅଭିଯୋଗଗୁଡ଼ିକର ପଞ୍ଜୀକରଣ କରୁନାହିଁ। ବର୍ତ୍ତମାନ ‘ବିଜେଡି ସେ ବେଟି ବଚାଓ’ ଭଳି ସ୍ଲୋଗାନ ଆରମ୍ଭ ହୋଇଗଲାଣି ବୋଲି ସେମାନେ କହିଛନ୍ତି।
ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍
ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…
ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ
ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…
କେଏସ୍ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ
ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…
ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…
ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…
ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍ପିଙ୍କୁ ଦାବି ଜଣାଇଲେ
କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…
ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ
ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…
ଦୁଇ ଆଇପିଏସ୍ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍ପି
ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍ପି ସ୍ବାତି ଏସ୍. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…
ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’
ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…
Archives

