Posted inଜାତୀୟ

ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ବାରାଣସୀରେ ଏକ ଚାରା ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ଘୋଷଣା ପତ୍ରକୁ ନେଇ ବର୍ଷିଲେ ମୋଦି

ବେଙ୍ଗାଲୁରୁ,୨।୫: କର୍ନାଟକର ହୋସପେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ସେ...

ସକ୍ରିୟ ମାମଲା କମିଲା…

ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା...

ନାଗରିକତ୍ୱ ବିଲ୍‌ ଲୋକ ସଭାରେ ଗୃହୀତ: ସମ୍ବିଧାନ ହେଉଛି ଏକମାତ୍ର ଧର୍ମ

ନୂଆଦିଲ୍ଲୀ,୧୦।୧୨(ପି.ଟି.):ନାଗରିକତ୍ୱ (ସଂଶୋଧନ) ବିଲ୍‌ ଲୋକ ସଭାରେ ସୋମବାର ବିଳମ୍ବିତ ରାତିରେ ଗୃହୀତ ହୋଇଯାଇଛି। ବିଲ୍‌କୁ ନେଇ ୧୨ ଘଣ୍ଟା ଧରି ଜୋର୍‌ଦାର ବିତର୍କ ପରେ ଏହା...

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ...

ଦେଶର ନ୍ୟାୟିକ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ନୂଆଦିଲ୍ଲୀ, ୩୦।୪: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଶନିବାର ଅନୁଷ୍ଠିତ ହେଇଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ...

ମୁଁ ସୋନିଆଙ୍କୁ ଭେଟିନି, ଏସବୁ ଗୁଜବ: ଅମରିନ୍ଦର…

ଚଣ୍ଡିଗଡ଼,୧୦।୯ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଦୁଇଥର ହୋଇଥିବା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ କଂଗ୍ରେସ ସଂସଦୀୟ ଦଳର...

ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…

ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ...

Advertisement
Archives

Model This Week