Posted inଜାତୀୟ

ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ବାରାଣସୀରେ ଏକ ଚାରା ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ୩୦ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଏଏପି

ଚଣ୍ଡିଗଡ଼,୧୦ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଥିବା ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି(ଏଏପି) ଶୁକ୍ରବାର ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି...

ଜାହାଙ୍ଗୀରପୁରୀ ହିଂସା ଘଟଣା: ଗୃହ ମନ୍ତ୍ରଣାଳକୁ ରିପୋର୍ଟ ଦାଖଲ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୧୯।୪: ଦିଲ୍ଲୀର ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀଙ୍କ ଅବସରରେ ହୋଇଥିବା ହିଂସା ସମ୍ପର୍କରେ ଦିଲ୍ଲୀ ପୋଲିସ ମଙ୍ଗଳବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ପ୍ରାରମ୍ଭିକ ରିପୋର୍ଟ ଦାଖଲ କରିଛି।...

ରାଫାଲର ଲ୍ୟାଣ୍ଡିଂ-ଟେକ୍‌ଅଫ୍‌‌କୁ ନେଇ ବଢୁଛି ଚିନ୍ତା

ନୂଆଦିଲ୍ଲୀ,୩୧।୭: ଶତ୍ରୁ ପକ୍ଷର କଡା ମୁକାବିଲା କରିବାକୁ ଭାରତରେ ପହଞ୍ଚି ସାରିଛି ଯୁଦ୍ଧ ବିମାନ ରାଫାଲ। ଏହା ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି କରିଛି ସତ।...

ଭାଜପା ସହ ଯୋଡ଼ି ହେଲେ ଲୋକପ୍ରିୟ ଶ୍ରୀରାମ

ନୂଆଦିଲ୍ଲୀ,୧୮।୩ : ଦେଶର ସବୁଠୁ ଲୋକପ୍ରିୟ ଟେଲିଭିଜନ ଧାରାବାହିକ ରାମାୟଣର ଶ୍ରୀରାମ ଭୂମିକାରେ ଅବତୀର୍ଣ୍ଣ ହୋଇ ପରିଚୟ ସୃଷ୍ଟି କରିଥିବା ଅରୁଣ ଗୋଭିଲ ଗୁରୁବାର ଭାଜପାରେ...

ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ସୋନା

ନୂଆଦିଲ୍ଲୀ, ୨୧।୭: ଓଡ଼ିଶା ଜନ୍ମିତ ପ୍ରଚ୍ଛଦପଟ୍ଟ ଗାୟିକା ସୋନା ମହାପାତ୍ରଙ୍କୁ ବଡ଼ ସଫଳତା ମିଳିଛି। ଆମେରିକାର ନ୍ୟୁୟର୍କ ସହର ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ତାଙ୍କର ବିଶାଳ...

ମୋଦିଙ୍କୁ ନେପାଳର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ତାଙ୍କୁ ଖୁବ ଶୀଘ୍ର ଅନ୍ୟ ଏକ ଅନ୍ତର୍ଜାତୀୟ ସମ୍ମାନରେ ସମ୍ମାନିତ କରାଯିବ।...

ମୁମ୍ବାଇର ବର୍ସୋବା ବିଚ୍‌ ସଫା କଲେ ସ୍ବିଡେନ୍‌ ରାଜ ଦମ୍ପତି

ମୁମ୍ବାଇ,୪।୧୨: ସ୍ବିଡେନ୍‌ ରାଜ ଦମ୍ପତି କାର୍ଲ ଗୁସ୍ତାଫ ଏବଂ ସିଲବିୟା ବୁଧବାର ମୁମ୍ବାଇରେ ପହଞ୍ଚିଛନ୍ତି। ସେମାନେ ବର୍ସୋବା ବିଚ୍‌ ଭ୍ରମଣ ସମୟରେ ସେଠାରେ ଏକ ସ୍ବଚ୍ଛତା...

ଯୋଗୀଙ୍କୁ ଚାଷୀଙ୍କ ଚ୍ୟାଲେଞ୍ଜ

ଲକ୍ଷ୍ନୌ,୨୭।୭: ଚାଷୀ ଆନ୍ଦୋଳନର ପରବର୍ତ୍ତୀ ମୁଖ୍ୟ ଲକ୍ଷ୍ୟସ୍ଥଳ ଉତ୍ତରପ୍ରଦେଶ ହେବ ବୋଲି ଭାରତୀୟ କିଷାନ ୟୁନିୟନର ଜାତୀୟ ମୁଖପାତ୍ର ରାକେଶ ଟିକାଏତ୍‌ କହିଛନ୍ତି। ୩ କୃଷି...

Advertisement
Archives

Model This Week