ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଲୋକପ୍ରିୟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ରବିବାର ପରଲୋକ ଘଟିଛି । ସୁନନ୍ଦାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ଦେହାନ୍ତ ସମ୍ପର୍କରେ ଜାଣି ସେ ଦୁଃଖିତ ଥିବା ଟୁଇଟ୍‌ କରିଛନ୍ତି। ଶାସ୍ତ୍ରୀୟ ସଙ୍ଗୀତ ଜଗତରେ ସୁନନ୍ଦାଙ୍କ ସ୍ଥାନ ସର୍ବଦା ସ୍ବତନ୍ତ୍ର ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri