Posted inଜାତୀୟ

ଶାସ୍ତ୍ରୀ-ମୁଖାର୍ଜୀ -ଦିନ୍‌ଦୟାଲଙ୍କ ମୃତ୍ୟୁର ହେବନି ତଦନ୍ତ: ସରକାର

ନୂଆଦିଲ୍ଲୀ,୨୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦିନ୍‌ଦୟାଲ୍‌ ଉପାଧ୍ୟାୟଙ୍କ ମୃତ୍ୟୁର ତଦନ୍ତ କରାଯିବ ନାହିଁ ବୋଲି ବୁଧବାର କେନ୍ଦ୍ର ସରକାର କହିଛନ୍ତି। ଏନେଇ କୌଣସି ଆୟୋଗ ଗଠନର ପ୍ରସ୍ତାବ ନ ଥିବା ସରକାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କର ମୃତ୍ୟୁ ସନ୍ଦେହଜନକ ସ୍ଥିତିରେ ତାସକେଣ୍ଟ୍‌ରେ ୧୯୬୬ ଜାନୁୟାରୀ ୧୧ରେ ହୋଇଥିଲା। ଶ୍ୟାମା ପ୍ରସାଦଙ୍କ ମୃତ୍ୟୁ ଶ୍ରୀନଗରରେ ୧୯୫୩ ଜୁନ୍‌ ୨୩ରେ ହୋଇଥିଲା। ସେହିପରି ପଣ୍ଡିତ ଦିନ୍‌ଦୟାଲଙ୍କ ମୃତ୍ୟୁ ୧୯୬୮ ଫେବୃୟାରୀ ୧୧ରେ ଦିନ୍‌ଦୟାଲ୍‌ ଷ୍ଟେଶନ୍‌ରେ ସନ୍ଦେହଜନକ ଅବସ୍ଥାରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

ଆଜି ସୃଷ୍ଟି ହେବ ଧ୍ରୁବ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ସଫଳତା

ଆଜି ଜୁନ୍ ୧୭ ତାରିଖରେ, ଚନ୍ଦ୍ର କର୍କଟ ରାଶିରେ ଅଛନ୍ତି, ଏବଂ ଚନ୍ଦ୍ର, ବୃହସ୍ପତି ଏବଂ ଶନିଙ୍କ ପ୍ରଭାବ ପ୍ରଭାବଶାଳୀ ହେବ। ପୁନର୍ବାସୁ ନକ୍ଷତ୍ରର ଉପସ୍ଥିତି ‘ଧ୍ରୁବ…

ରକ୍ଷଣାବେକ୍ଷଣ ଅଭାବ: ରାସ୍ତାପାର୍ଶ୍ୱ ଆଲୋକୀକରଣ ଠପ୍‌

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବିକଶୀତ ବରଗଡ଼ ଲକ୍ଷ୍ୟ ନେଇ ସହରର ବିଭିନ୍ନ ରାସ୍ତାପାର୍ଶ୍ୱରେ ଆଲୋକୀକରଣ ବ୍ୟବସ୍ଥା କରାଯାଇଛି। ମାତ୍ର ରକ୍ଷଣାବେକ୍ଷଣ ଅଭାବରୁ ବାରମ୍ବାର ଏହି ଆଲୋକୀକରଣ ବ୍ୟବସ୍ଥା ଠପ୍‌ ପଡ଼ି…

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri