Posted inଜାତୀୟ

ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି, ରାଜନାଥ

ନୂଆଦିଲ୍ଲୀ,୨୨।୧୦: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଜନ୍ମ ଦିନର ଶୁଭେଚ୍ଛା ମୋଦି ଜଣାଇଛନ୍ତି। ମୋଦି ଶାହଙ୍କ ପ୍ରଶଂସା କରି କହିଛନ୍ତି ଯେ, ସେ ଜଣେ କର୍ମଠ, ଅନୁଭବୀ କୁଶଳୀ ସଂଗଠକ। ମନ୍ତ୍ରୀମଣ୍ଡଳରେ ସେ ସହଯୋଗୀ ଭାବେ କାମ କରୁଥିବା ମୋଦି ଟୁଇଟ୍‌ କରିଛନ୍ତି। ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି ଶାହଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି। ସେ ଶାହଙ୍କ ଯୋଜନାବଦ୍ଧ ରଣନୀତିକୁ ପ୍ରଶଂସା କରିଛନ୍ତି। ଶାହ ୧୯୬୪ ଅକ୍ଟୋବର ୨୨ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ନାମ ଅମିତ ଅନୀଲଚନ୍ଦ୍ର ଶାହ ଥିଲା। ତାଙ୍କ ପିତା ଅନୀଲ ଚନ୍ଦ୍ର ଶାହ ଗୁଜରାଟର ମନ୍‌ସାରେ ପିଭିସି ପାଇପ୍‌ ବ୍ୟବସାୟ କରୁଥିଲେ। ବାଲ୍ୟକାଳରୁ ସେ ଆର୍‌ଏସ୍‌ଏସ୍‌ ସହିତି ଜଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri