Posted inଜାତୀୟ

ଶାହଙ୍କୁ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୫:ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି ରଣନୀତି ପ୍ରସ୍ତୁତ କରି ସଫଳତା ହାସଲ କରିଥିଲେ। ୨୦୧୯ରେ ସେ ସଙ୍ଗଠନକୁ ଦୃଢ଼କରି ବିଜୟୀ ମେଣ୍ଟ ପ୍ରସ୍ତୁତ କରିବା ସହ ଦଳ ଓ ଭୋଟରଙ୍କ ମଧ୍ୟରେ ଥିବା ଦୂରତ୍ୱକୁ ହଟାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ପ୍ରଥମ ଥର ଲୋକ ସଭା ଆସନରେ ଲଢି ସେ ଗାନ୍ଧୀ ନଗରରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିବାବେଳେ ମୋଦି ସରକାରରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ମିଳିପାରେ ବୋଲି କୁହାଯାଉଛି। ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ଶାହଙ୍କୁ ଗୃହ ମନ୍ତ୍ରଣାଳୟ ମିଳିଥିଲା। ଏଥର କେନ୍ଦ୍ରରେ ମଧ୍ୟ ଅନୁରୂପ ମନ୍ତ୍ରଣାଳୟ ତାଙ୍କୁ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri