Posted inଜାତୀୟ

ଶାହଙ୍କ ଉଚ୍ଚସ୍ତରୀୟ ବୈଠକ: ଜମ୍ମୁ-କଶ୍ମୀର ସ୍ଥିିତି ଉପରେ ଆଲୋଚନା

ନୂଆଦିଲ୍ଲୀ,୪।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରବିବାର ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଜମ୍ମୁ-କଶ୍ମୀର ସ୍ଥିତି ଉପରେ ଆଲୋଚନା କରିଛନ୍ତି। ସଂସଦ ଭବନ ପରିସରରେ ହୋଇଥିବା ଏହି ବୈଠକରେ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ, ଆଇବି ମୁଖ୍ୟ ସାମନ୍ତ କୁମାର, ସ୍ବରାଷ୍ଟ୍ର ସଚିବ ରାଜୀବ ଗାବା ପ୍ରମୁଖ ଉପସ୍ଥିତ ଥିଲେ। ନିୟନ୍ତ୍ରଣ ରେଖାରେ ଅନୁପ୍ରବେଶ ତଥା ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପାଇଁ ଜାରି ହୋଇଥିବା ସତର୍କ ସୂଚନା ଉପରେ ବୈଠକରେ ଆଲୋଚନା ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କହ୍ନେୟାଲାଲ ହତ୍ୟା ମାମଲା: ସପ୍ତମ ଅଭିଯୁକ୍ତ ଗିରଫ

ଉଦୟପୁର,୧୦।୭: ରାଜସ୍ଥାନର ଉଦୟପୁର ଦରଜି କହ୍ନେୟାଲାଲ ହତ୍ୟା ମାମଲାରେ ଏନଆଇଏ ସପ୍ତମ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଫରହାଦ ମହମ୍ମଦ ଶେଖ (୩୧) କହ୍ନେୟାଲାଲ ହତ୍ୟା...

ଲାଞ୍ଚ ନ ଦେବାରୁ ଷ୍ଟ୍ରେଚର ଠେଲିଲେ କୋମଳମତି ଶିଶୁ

ଦେଓରିଆ,୨୦।୭: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ ପାଇଁ ଭଲ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଉଛନ୍ତି ବୋଲି ଡିଣ୍ଡିମ ପିଟୁଛନ୍ତି। ହେଲେ ସେସବୁ ଯୋଜନା...

ସାଢ଼ ୪ ବର୍ଷର ହିସାବ ଦେଲେ ମୁଖ୍ୟମନ୍ତ୍ରୀ …

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ତାଙ୍କ ଶାସନ ସମୟରେ ହୋଇଥିବା ସାଢ଼େ ୪ ବର୍ଷର...

ବିଧାନସଭାରେ କୃଷି ଆଇନ କପିକୁ ଚିରିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨-ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଗୁରୁବାର ଅନୁଷ୍ଠିତ ବିଧାନସଭା ଅଧିବେଶନରେ ନୂଆ କୃଷି ଆଇନକୁ ନେଇ ଗର୍ଜିଛନ୍ତି। ଏହି ଅବସରରେ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କ କୃଷି...

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ...

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ...

ରାଗିଲେ ଅମୃତା ଫଡନବିଶ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ। ଏହି ମାମଲାକୁ...

ଆସନ୍ତା ବର୍ଷ ମହିଳାଙ୍କ ପାଇଁ ଖୋଲିବ ଏନ୍‌ଡିଏର ଦ୍ୱାର

ନୂଆଦିଲ୍ଲୀ,୨୧ ।୯: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଆସନ୍ତା ବର୍ଷ ୨୦୨୨ ମେ’ରେ ଜାତୀୟ ପ୍ରତିରକ୍ଷା ଏକାଡେମୀ(ଏନ୍‌ଡିଏ)ରେ ଅନ୍ତର୍ଭୁକ୍ତ କରିବାକୁ ବିଜ୍ଞପ୍ତି ଜାରି କରାଯିବ ।...

Advertisement
Archives

Model This Week