Posted inଜାତୀୟ

ଶାହଙ୍କ କଶ୍ମୀର ମିଶନ: ଶହୀଦ୍‌ ଇନସ୍ପେକ୍ଟର ପରିବାରଙ୍କୁ ଭେଟିଲେ

ଶ୍ରୀନଗର,୨୭।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ଗସ୍ତରେ ଆସିଛନ୍ତି। ଗସ୍ତକାଳରେ ସେ ଗୁରୁବାର ଶହୀଦ୍‌ ଇନସ୍ପେକ୍ଟର ଅରଶଦ୍‌ ଖାଁଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ବାନ୍ତନା ଦେଇଛନ୍ତି। ଅରଶଦ୍‌ ଜୁନ୍‌ ୧୨ରେ ଅନନ୍ତନାଗରେ ସନ୍ଧ୍ୟା ସମୟରେ ପାଟ୍ରୋଲିଂ କରୁଥିବାବେଳେ ତାଙ୍କ ଦଳ ଉପରକୁ ମୋଟରସାଇକେଲ୍‌ରେ ଆସିଥିବା ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ଯବାନ ଶହୀଦ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଆବାପା ପଜିଟିଭ୍‌ ହେଲେ କର୍ମଚାରୀଙ୍କୁ ୧୫ ଦିନ ସ୍ବତନ୍ତ୍ର ଛୁଟି

ନୂଆଦିଲ୍ଲୀ, ୧୦।୬(ପି.ଟି.): କୌଣସି କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କର ମାଆବାପା, କିମ୍ବା ତାଙ୍କ ଉପରେ ନିର୍ଭରଶୀଳ ପରିବାର ସଦସ୍ୟ ଯଦି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୁଅନ୍ତି, ତେବେ...

ଡିସେମ୍ବର ୧୮ ପର୍ଯ୍ୟନ୍ତ ମୁଲତବି ରହିଲା ନିର୍ଭୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଶୁକ୍ରବାର ଦିଲ୍ଲୀର ଏକ କୋର୍ଟ ଏହାର ଶୁଣାଣିକୁ ମୁଲତବି ରଖିଛନ୍ତି। ଆସନ୍ତା ୧୬ରେ ଏହି ମାମଲାର ଦୋଷୀଙ୍କୁ ଫାଶୀ...

ଭାରତରେ ଚତୁର୍ଥ ମୁଣ୍ଡନେଲା କରୋନା: ସଂକ୍ରମିତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି

ନୂଆଦିଲ୍ଲୀ, ୧୯।୩ : ପ୍ରାଣଘାତୀ କରୋନା ଭାଇରସ୍‌ କ୍ରମଶଃ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଗୁରୁବାର ଏହା ଆଉ ଏକ ମୁଣ୍ଡ ଗଡ଼ାଇ ଥିବାବେଳେ ମୃତ୍ୟୁସଂଖ୍ୟା...

ୟୁଟ୍ୟୁବର ମନିଷଙ୍କୁ ଝଟ୍‌କା: ଜାମିନ ପାଇଁ ହାଇକୋର୍ଟ ଯାଅ…

ନୂଆଦିଲ୍ଲୀ,୮।୫ : ୟୁଟ୍ୟୁବର୍‌ ମନିଷ କାଶ୍ୟପଙ୍କୁ ସୋମବାର ସୁପ୍ରିମକୋର୍ଟରୁ ମଧ୍ୟ ଆଶ୍ୱସ୍ତି ମିଳିନାହିଁ। ତାମିଲନାଡୁରେ ପ୍ରବାସୀ ଶ୍ରମିକଙ୍କ ନକଲି ଭିଡିଓ ପ୍ରଚାର କରୁଥିବା ଅଭିଯୁକ୍ତ ମନିଷଙ୍କ...

ହସ୍ପିଟାଲରେ ଆଜାମ୍‌ ଖାନ୍‌

ନୂଆଦିଲ୍ଲୀ,୧୭।୪: ସମାଜବାଦୀ ପାର୍ଟି(ଏସ୍‌ପି)ର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟ ମନ୍ତ୍ରୀ ଆଜମ୍‌ ଖାନ୍‌ଙ୍କୁ ସୋମବାର ଦିଲ୍ଲୀସ୍ଥିତ ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା...

ପୋଷ୍ଟାଲ ପାର୍ସଲରୁ ମିଳିଲା ୧୦୦ରୁ ଅଧିକ ସ୍ପାଇଡର

ନୂଆଦିଲ୍ଲୀ,୨।୭: ପୋଲାଣ୍ଡରୁ ଆସିଥିବା ଏକ ପୋଷ୍ଟାଲ ପାର୍ସଲରୁ ଚେନ୍ନାଇ ବିମାନ ବନ୍ଦରର କଷ୍ଟମ ଅଧିକାରୀଙ୍କୁ ମିଳିଛି ୧୦୭ଟି ଜୀବନ୍ତ ସ୍ପାଇଡର। ଏକ ବିବୃତିରେ କୁହାଯାଇଛି, ପାର୍ସଲରେ...

ମୋଦିଙ୍କ ଗସ୍ତରେ ଛାନିଆ ଡ୍ରାଗନ: ୨ କିମି ପଛକୁ ହଟିଲେ ସୈନ୍ୟ

ଲଦାଖ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲଦାଖର ଲେହ ଗସ୍ତର ଦୁଇ ଦିନ ପରେ ଚାଇନା ସୈନ୍ୟ ଗଲଓ୍ବାନ ଘାଟିରେ ଶିବିର ପକାଇଥିବା ଅଞ୍ଚଳରୁ ୨ କିମି...

ଆଶିଷଙ୍କ ଜାମିନକୁ ବିରୋଧ କଲେ ଉତ୍ତରପ୍ରଦେଶ ସରକାର, ସମାଜକୁ ଯିବ ଭୁଲ ବାର୍ତ୍ତା …

ନୂଆଦିଲ୍ଲୀ,୧୯।୧ : ଲଖିମପୁର ଖେରୀ ହିଂସା ମାମଲାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ...

Advertisement
Archives

Model This Week