Posted inଜାତୀୟ

ଶାହଙ୍କ ଜିରୋ ଟଲରେନ୍ସ ନୀତି : ନୂଆ ବିଚ୍ଛିନ୍ନତାବାଦୀ ଦଳ ଗଠନ କଲା ଆଇଏସ୍‌ଆଇ

ନୂଆଦିଲ୍ଲୀ, ୧୨।୬: ଆତଙ୍କବାଦ ବିରୋଧରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଜିରୋ ଟଲରେନ୍ସ ନୀତିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଆତଙ୍କିତ ହୋଇପଡ଼ିଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକାଳାପ ବୃଦ୍ଧି ପାଇଁ ଆଇଏସ୍‌ଆଇ ନୂଆ ବିଚ୍ଚିନ୍ନତାବାଦୀ ଦଳ ଗଠନ କରିଥିବା କୁହାଯାଉଛି। ଏହି ଦଳର ସଭାପତି ଭାବେ ପୂର୍ବରୁ ଲଶ୍କର ଆତଙ୍କବାଦୀ ଭାବେ କାର୍ଯ୍ୟ କରୁଥିବା ଇରଶାଦ୍‌ ଅହମ୍ମଦ ମାଲିକ୍‌ଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ନୂଆ ଦଳରେ କେତେକ ଲଶ୍କର ଆତଙ୍କବାଦୀଙ୍କୁ ସାମିଲ୍‌ କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ବିରୋଧରେ ପ୍ରଦର୍ଶନ ଲାଗି ପଦକ୍ଷେପ ନେବାକୁ ଦଳର ସଦସ୍ୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଚଳିତ ବର୍ଷ ଅପରେଶନ୍‌ ଅଲ୍‌ ଆଉଟ୍‌ ଅନ୍ତର୍ଗତ ଶହେରୁ ଅଧିକ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସଂଗଠନକୁ ପୁଣି ସକ୍ରିୟ କରିବ ଲାଗି ଏଭଳି ଚକ୍ରାନ୍ତ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

ସଂସଦରେ ରାହୁଲ ଗାନ୍ଧୀଙ୍କ ଭାଷଣ ଉପରେ କଟାକ୍ଷ କଲେ ନିଶିକାନ୍ତ ଦୁବେ କହିଲେ,‘ମାଇକେଲ ଜ୍ୟାକସନଙ୍କ ନାଚ ଦେଖିଲା ଭଳି ଲାଗୁଥିଲା’

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ବିଲ ଉପରେ ଭୋଟ ଦେବା ପୂର୍ବରୁ, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲେ।…

ଏନ୍‌କାଉଣ୍ଟରରେ ଟଲିପଡ଼ିଲେ ମାଓବାଦୀ ନେତା ସହଦେବ

ରାଞ୍ଚି,୧୭।୪: ଝାଡ଼ଖଣ୍ଡର ଚତରା-ହଜାରିବାଗ ସୀମାନ୍ତ ଜଙ୍ଗଲରେ ଶୁକ୍ରବାର ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରେ ୪ଜଣ ଟପ୍‌ ମାଓବାଦୀ ନିହତ ହୋଇଛନ୍ତି।…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri