Posted inଜାତୀୟ

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ ଭାଜପା ନିର୍ବାଚନ ଲଢ଼ିବାର ଯୋଜନା ପ୍ରସ୍ତୁତ କରିଛି। ଏହି ରାଜ୍ୟ ଗୁଡ଼ିକ ଭାଜପା ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ତେଣୁ ଦଳ ପକ୍ଷରୁ ସଂଗଠନକୁ ତୃଣମୂଳସ୍ତରରେ ସୁଦୃଢ଼ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସମ୍ପ୍ରତି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ଦାୟିତ୍ୱ ତୁଲାଉଛନ୍ତି। ତେବେ ଏହି ରାଜ୍ୟଗୁଡ଼ିକର ନିର୍ବାଚନ ପରେ ଦଳକୁ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ମିଳିବାର ସମ୍ଭାବନା ରହିଥିବା କୁହାଯାଉଛି। ଇତିମଧ୍ୟରେ ରାଧା ମୋହନ ସିଂଙ୍କ ନେତୃତ୍ୱରେ ଦଳ ପକ୍ଷରୁ ନିର୍ବାଚନ କମିଟି ମଧ୍ୟ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟ ରୋଗରେ ୬୦୦ ଆକ୍ରାନ୍ତ

ହାଇଦ୍ରାବାଦ, ୧୨।୧୨: ଆନ୍ଧ୍ରପ୍ରଦେଶର ଏଲୁରୁରେ ରହସ୍ୟମୟ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୧୧ ଜଣ ଆକ୍ରାନ୍ତ ହେଲେଣି। ତେବେ ବିଜୟଓ୍ବାଡାରେ...

କାର୍ତି ଚିଦାମ୍ବରମଙ୍କୁ ଝଟ୍‌କା: ଅନ୍ତରୀଣ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୩।୬: ଭିସା ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ଏମ୍‌ପି କାର୍ତି ଚିଦାମ୍ବରମଙ୍କୁ ଶୁକ୍ରବାର ଏକ ବଡ଼ ଝଟ୍‌କା ଲାଗିଛି। କାର୍ତ୍ତିଙ୍କ ପକ୍ଷରୁ...

ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣ ପାଇଁ...

ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ

ଭୋପାଳ,୩୦।୮:  ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ...

ନିଆଁ ଲଗାଇଲେ ନୂପୁର

ନୂଆଦିଲ୍ଲୀ/ମୁମ୍ବାଇ/ଶ୍ରୀନଗର, ୧୧।୬: ଭାଜପାର ୨ ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମା ଓ ନବୀନ କୁମାର ଜିନ୍ଦଲଙ୍କୁ ଗିରଫ କରିବା ପାଇଁ ସାରା ଦେଶର ମୁସଲମାନମାନେ ଦାବି...

୧୦୦ କୋଟିର ମାନହାନି ମାମଲା ଦାଏର କରିବାକୁ ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ଚେତାବନୀ

ନୂଆଦିଲ୍ଲୀ,୩୦।୧୧: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ୧୦୦ କୋଟି ଟଙ୍କାର ମାନହାନି ମାମଲା ଦାଏର କରିବାକୁ ଚେତାବନୀ ଦିଆଯାଇଛି। ତୃତୀୟ ପର୍ଯ୍ୟାୟରେ କରୋନା ପ୍ରତିଷେଧକ ଟିକା ଦିଆ...

ବିଧାନସଭାରେ ସିବିଆଇ ତଦନ୍ତ ଦାବି

ମୁମ୍ବାଇ,୪।୮:ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାକୁ ନେଇ ବାଦବିବାଦ ଲାଗିଥିବାବେଳେ ମୁମ୍ବାଇ ପୋଲିସ ସୋମବାର ରହସ୍ୟ ଖୋଲିଛି। ଆତ୍ମହତ୍ୟା ପୂର୍ବରୁ ସୁଶାନ୍ତ ମାନସିକ ଭାବେ ଚାପଗ୍ରସ୍ତ...

କେନ୍ଦ୍ର – ଚାଷୀ ସଂଗଠନ ବୈଠକ: ହୋଇପାରିଲାନି ସମାଧାନ

ନୂଆଦିଲ୍ଲୀ,୪।୧: କେନ୍ଦ୍ର ସରକାର ଏବଂ ଚାଷୀ ସଂଗଠନ ମଧ୍ୟରେ ସୋମବାର ବସିଥିବା ସପ୍ତମ ପର୍ଯ୍ୟାୟ ବୈଠକରୁ କୌଣସି ସମାଧାନ ମିଳିପାରି ନାହିଁ। ଚାଷୀ ସଂଗଠନ ନୂଆ...

Advertisement
Archives

Model This Week