Posted inଜାତୀୟ

ଶାହଙ୍କ ନୈଶଭୋଜିରେ ଯୋଗ ଦେବାକୁ ଦିଲ୍ଲୀ ପହଞ୍ଚିଲେ ନୀତୀଶ

ନୂଆଦିଲ୍ଲୀ,୨୧।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ନୂଆଦିଲ୍ଲୀରେ ଏକ ନୈଶଭୋଜିର ଆୟୋଜନ କରିଛନ୍ତି। ବିଶେଷ କରି ଏହା ଏନ୍‌ଡିଏ ନେତାଙ୍କ ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଏଥିରେ ଯୋଗ ଦେବାକୁ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡି(ୟୁ) ନେତା ନୀତୀଶ କୁମାର ଦିଲ୍ଲୀ ପହଞ୍ଚି ସାରିଛନ୍ତି। ଏଥିରେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ଏଲ୍‌ଜେଏସ୍‌ପି ମୁଖ୍ୟ ରାମ ଭିଲାଶ ପାଶଓ୍ବାନ୍‌ ଏବଂ ଏଆଇଏଡିଏମ୍‌କେ ନେତା ଇ କେ ପଲାନିସ୍ବାମୀ ଓ ଓ ପନିରସେଲଭମ୍‌ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମେ ୨୩ରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ଶାହଙ୍କର ଏହି ନୈଶଭୋଜି ଖୁବ୍‌ ଗୁରୁତ୍ୱ ରଖେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ୍ରାର ଜେଲ ନୂଆ ହଟସ୍ପଟ: ମୃତ କଏଦୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ୧୦ କଏଦୀ କରୋନା ସଂକ୍ରମିତ

ଆଗ୍ରା,୧୩।୫: ରାଜସ୍ତାନ ଆଗ୍ରା ଜିଲାର ଏକ ଜେଲ୍‌ ଏବେ କରୋନା ଭାଇରସ୍‌ର ନୂଆ ହଟସ୍ପଟ ପାଲଟିଛି। ଆଗ୍ରାରେ ଥିବା ସେଣ୍ଟ୍ରାଲ୍‌ ଜେଲରେ ୧୦ ଜଣ କଏଦୀ...

ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ, ଆସିଲା ନୂଆ ନିୟମ

ନୂଆଦିଲ୍ଲୀ, ୨୬।୮: ବିନା ଟିକେଟରେ ଟ୍ରେନ ଯାତ୍ରା କରୁଥିଲେ ସାବଧାନ ହୋଇଯାନ୍ତୁ। ଏଣିକି ଧରାପଡିଲେ ମୋଟା ଅଙ୍କରେ ଜରିମାନା ଦେବା ପଡିବ। ଏନେଇ ରେଳ ବିଭାଗ...

ସ୍କୁଲ ଶିକ୍ଷୟତ୍ରୀଙ୍କ ସହ ପୁଅକୁ ହତ୍ୟା

କୋଲକାତା,୭।୯: କୋଲକାତାର ବେହାଲା ପର୍ନାଶ୍ରୀ ଅଞ୍ଚଳ ସ୍ଥିତ ବହୁ ମହଲା ବିଲ୍ଡିଂର ଏକ ଫ୍ଲାଟ୍‌ରୁ ଉଦ୍ଧାର ହୋଇଛି ରକ୍ତ ଜୁଡ଼ୁବୁଡ଼ୁ ଜଣେ ସ୍କୁଲ ଶିକ୍ଷୟତ୍ରୀ ଓ...

ଦିନକ ପରେ ପାର୍ଲାମେଣ୍ଟର ଶୀତ ଅଧିବେଶନ: ଆସିବ ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୭ା୧୧(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିଲାବେଳେ ଏଥିରେ ସରକାର ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌ ସମେତ ୩୫ଟି...

ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍‌ ସୁନ୍ଦରୀ

ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର...

ବୋହୂଙ୍କ ଖୁସି ପାଇଁ ଏହି ମନ୍ଦିରକୁ ଶାଶୂ କରିଥିଲେ ନିର୍ମାଣ…

ମଧ୍ୟପ୍ରଦେଶର ଗ୍ବାଲିୟରଠାରେ ରହିଛି ଶାଶୂ-ବୋହୂ ମନ୍ଦିର। ଏହାର ଆକାର ପିରାମିଡ୍‌ ସଦୃଶ। ଏହାର ଲମ୍ବ ୩୨ ମିଟର ହୋଇଥିବାବେଳେ ଓସାର ୨୨ ମିଟର। ଶାଶୂ-ବୋହୂ ଦୁଇଟିଯାକ...

‘ଭାରତକୁ ତାଲିବାନ୍‌ ହେବାକୁ ଦିଆଯିବନି’

ନୂଆଦିଲ୍ଲୀ, ୨୩ା୯ : ଭାଜପା ଏକ ଜୁମ୍‌ଲା ପାର୍ଟି। କେନ୍ଦ୍ର ସରକାର ଭାରତକୁ ତାଲିବାନ୍‌ରେ ପରିଣତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହାକୁ ସଫଳ ହେବାକୁ ଦିଆଯିବନାହିଁ...

ସମଲିଙ୍ଗୀ ଦମ୍ପତି ହେଲେ ଭାରତ-ପାକିସ୍ତାନ ଯୁବତୀ: କାଲିଫର୍ନିଆରେ କଲେ ବିବାହ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କାଲିଫର୍ନିଆ,୩୧।୮: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ଦୁଇ ଦେଶର ୨ ଯୁବତୀ ବିବାହ କରି ସମଲିଙ୍ଗୀ ଦମ୍ପତି ହୋଇଛନ୍ତି। ଭାରତର ବିୟାଙ୍କା ପାକିସ୍ତାନର ସାୟମାଙ୍କୁ...

Advertisement
Archives

Model This Week