ଶାହରୁଖ-ଦିଲୀପ-ଅମିତାଭ

କଳାକାରଙ୍କ ଜୀବନରେ ପୁରସ୍କାର ସ୍ମୃତି ହୋଇ ରହିଥାଏ। କେତେକ ପୁରସ୍କାରକୁ ସେମାନେ ସାରାଜୀବନ ମନେ ରଖିଥାଆନ୍ତି। ବଲିଉଡ୍‌ର ଅନ୍ୟତମ ସମ୍ମାନ୍‌ଜନକ ପୁରସ୍କାର ହେଲା ଫିଲ୍ମ ଫେୟାର ପୁରସ୍କାର। ଉଭୟ ଶାହରୁଖ ଏବଂ ଦିଲୀପ କୁମାର ଏହି ପୁରସ୍କାରକୁ ୮ଥର ଲେଖାଏ ପାଇଛନ୍ତି, ଯାହା ଏକ ରେକର୍ଡ। ଅପରପକ୍ଷରେ ଉକ୍ତ ପୁରସ୍କାର ପାଇଁ ମିଲେନିୟମ ଷ୍ଟାର ଅମିତାଭ ବଚ୍ଚନଙ୍କ ନାମ ସର୍ବାଧିକ ୩୦ଥର ସ୍ଥାନିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଖିବୁଜିଲେ ଏହି ପ୍ରସିଦ୍ଧ ନିର୍ଦ୍ଦେଶକ, ଏପରି ଶ୍ରଦ୍ଧାଞ୍ଜଳି ଜଣାଇଲେ ଶ୍ରୁତି

ସାଉଥ୍‌ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ନିର୍ଦ୍ଦେଶକ ଏସ୍‌ପି ଜଗନ୍ନାଥନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ତାଙ୍କର ମୃତ୍ୟୁରେ ସମଗ୍ର ସାଉଥ୍‌ ଇଣ୍ଡଷ୍ଟ୍ରି...

ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ପ୍ରତିକ୍ରିୟା ରଖୁଛନ୍ତି ରାଜନେତା

ମୁମ୍ବାଇ,୩୦।୭: ସୁଶାନ୍ତ ସିଂ ରାଜପୁତ। ଏବେ ଏହି ନାଁଟି ଘରେ ଘରେ ପରିଚିତ। ବଲିଉଡ୍‌ ନାୟକ ଭାବେ ସେ ଯେତିକି ପରିଚୟ ପାଇଥିଲେ ଏବେ ତାଙ୍କ...

ରିଲିଜ୍ ହେଲା ‘ଟାଇମ୍ ଟୁ ଡ୍ୟାନ୍ସ’ର ଟ୍ରେଲର

ମୁମ୍ବାଇ: ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫଙ୍କ ଭଉଣୀ ଇସାବେଲ କୈଫଙ୍କ ଡେବ୍ୟୁ ଫିଲ୍ମ ‘ଟାଇମ୍ ଟୁ ଡ୍ୟାନ୍ସ’ର ଟ୍ରେଲର ରିଲିଜ୍ ହୋଇଛି । ଏହା ଏକ...

୨୨ ବର୍ଷରେ ୭୨ କୋଟି ଟଙ୍କାର ମାଲିକାଣୀ ଅନନ୍ୟା

ଡ୍ରଗ୍ସ ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ଅଢେଇ ଘଣ୍ଟା ପଚରାଉଚରା କରିବା ପରେ ଏନସିବି ଆଜି ତାଙ୍କୁ ପୁଣି ପଚରାଉଚରା ପାଇଁ ଡାକିଛି। ଅନନ୍ୟାଙ୍କୁ...

ମୁହଁ ଲୁଚାଇଲେ ଶିଳ୍ପାଙ୍କ ସ୍ବାମୀ, ଲୋକେ କହିଲେ…

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପର୍ନ ଫିଲ୍ମ ନିର୍ମାଣ ଅଭିଯୋଗରେ ଧରାପଡ଼ିବା ପରେ ଗଣମାଧ୍ୟମରୁ ଦୂରେଇ ରହିଛନ୍ତି। ନିକଟରେ ଶିଳ୍ପା ଏବଂ...

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି

ଚୁମ୍‌କି ସେ ତ ପାଣିରେ ବୁଡ଼ିବ ନାହିଁ କି-ଥରେ ମନେପକାନ୍ତୁ ନା ଅତୀତର ଏହି ଲୋକପ୍ରିୟ ଗୀତକୁ। ପ୍ରଶାନ୍ତ ନନ୍ଦ ଏବଂ ମହାଶ୍ୱେତା ରାୟଙ୍କ ଉପରେ...

ସୀମା ଟପିଲେ ଅନୁରାଗ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ କିଛିଦନ ହେବ ସୋସିଆଲ ମିଡିଆରୁ ଦୂରେଇ ରହିଥିବା ବେଳେ ଏବେ ପୁଣିଥରେ ସୋସିଆଲ ମିଡିଆରେ ଯୋଡି ହୋଇଯାଇଛନ୍ତି।...

ଲକ ଅପ ସେଟ୍‌ରେ ରିଲିଜ ହେଲା ‘ଧାକଡ’ର ଟିଜର

ମୁମ୍ବାଇ: ବଲିଉଡ କୁଇନ୍ କଙ୍ଗନା ରାନାୱତଙ୍କ ରିୟଲଟି ଶୋ’ ଲକ ଅପ ସେଟ୍‌ରେ ରିଲିଜ୍ ହୋଇଛି କଙ୍ଗନାଙ୍କ ଅଭିନୀତ ଫିଲ୍ମ ‘ଧାକଡ’ର ଟିଜର । କାରଣ...

Advertisement
Archives

Model This Week