ଶାହାଙ୍କ ଗସ୍ତକୁ ନେଇ ସୁରଙ୍କ କଟାକ୍ଷ: ଫମ୍ପା ଆବାଜ କରିବାକୁ ଆସୁଛନ୍ତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ କଟାକ୍ଷ କରିଛନ୍ତି। ଶାହା ଫମ୍ପା ଆବାଜ କରିବାକୁ ଆସୁଛନ୍ତି। ସିଏଏକୁ ନେଇ ଆଉ ବୁଝାଇବା ପରିସ୍ଥିତି ନାହିଁ, ଦିଲ୍ଲୀ ଜଳୁଛି। ଯଦି ବୁଝାଇବାର ଅଛି ଦିଲ୍ଲୀକୁ ଯାଅ ବୁଝାଇବ ବୋଲି ସୁର କହିଛନ୍ତି।

ଏହି ଅବସରରେ ସୁର ବିଜେଡିକୁ ମଧ୍ୟ କଟାକ୍ଷ କରିବାକୁ ପଛାଇନାହାନ୍ତି। ନବୀନ ଶାହାଙ୍କ ସହ ମିଶିକରି ଅଛନ୍ତି, ସବୁ ବିଲ୍‌କୁ ସମର୍ଥନ ଦେଉଛନ୍ତି। ଯାହା ଲାଗୁଛି ନବୀନ ଏଥର ଭାଜପାକୁ ୨ଟି ଆସନ ଦେଇଦେବେ। କାହିଁକି ଭାଜପାର ଏତେ ଗୋଡ଼ାଣିଆ ହେଉଛ ବୋଲି ସୁର ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର...

ମହିଳା ଆଇନଜୀବୀ ଦୀପାଳି ମୃତ୍ୟୁ ମାମଲା: ହାଇକୋର୍ଟରେ ପ୍ରେମିକଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୮।୯ (ବ୍ୟୁରୋ): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରରେ ରହୁଥିବା ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ମାମଲାରେ ପ୍ରେମିକ ବିକ୍ରମ କେଶରୀ ମିଶ୍ରଙ୍କ...

ସ୍ତ୍ରୀଙ୍କୁ ନେବାକୁ ଆସି ମାଡ଼ ଖାଇଲେ ସ୍ବାମୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସ୍ତ୍ରୀଙ୍କୁ ନେବାକୁ ଆସି ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ସ୍ବାମୀ। ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ତ୍ରୀ ମାଡ଼ ମାରି ଲହୁଲୁହାଣ କରିବା ପରେ...

ସ୍ମାର୍ଟସିଟି ରାସ୍ତାରେ ବାଲି ଡିପୋ, ବିଏମ୍‌ସି ଚୁପ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଯଦି କେହି ଘର ତିଆରିବେଳେ ରାସ୍ତା ଉପରେ ସାମୟିକ ଭାବେ କିଛି ସାମଗ୍ରୀ ରଖି ଦେଉଛି ବିଏମ୍‌ସି ଜରିମାନା ଆଦାୟ କରୁଛି।...

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...

ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ ଏବଂ ଉତ୍ତର...

ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି...

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ...

Advertisement


Archives

Model This Week