ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଦେଶ କଂଗ୍ରେସ ସାଧାରଣ ସମ୍ପାଦକ ରାଜକିଶୋର ଷଡ଼ଙ୍ଗୀ, ସମ୍ପାଦକ ପ୍ରଫୁଲ୍ଲ କୁମାର ସୁନାନି, ଅଜିତ ପ୍ରସାଦ, ନରେଶ ପ୍ରତାପ ସିଂହ, ସଞ୍ଜୟ ସାହୁ ମନବୋଧ ପଟେଲ, ଉଦିତ କୁମ୍ଭାର, ନରେନ୍ଦ୍ର କୁମାର ସିଂଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହାତୀ ଭାଙ୍ଗିଲା ଘର

ମୋରଡ଼ା,୧୧ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଆତଙ୍କ ଥମିବାର ନଁା ଧରୁନି। ଏହି ବ୍ଲକ ତଥା ବେତନଟୀ ରେଞ୍ଜ ଅଧୀନ ଦୁର୍ଗାପୁରରେ ରବିବାର ବିଳମ୍ବିତ...

ଶିଳାନ୍ୟାସରେ ଅଟକିଛି ଯାତ୍ରୀ ବିଶ୍ରାମାଗାର :ସମ୍ପୂର୍ଣ୍ଣ ହୋଇପାରୁନି ମୁଖ୍ୟ ଡ୍ରେନର ପୁନରୁଦ୍ଧାର

ଗଞ୍ଜାମ,୨୪୮(ଡି.ଏନ.ଏ.)-୧୨ ୱାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସିରେ ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଭଳି ମୌଳିକ ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଜନସାଧାରଣ। ଏଠାରେ ରାସ୍ତାଘାଟର ଅବସ୍ଥା...

ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌...

ମୟୂରଭଞ୍ଜ ଏମ୍‌ପିଙ୍କୁ ରଥ କର୍ଡନକୁ ନ ଛାଡ଼ିବା ଘଟଣା : ଭିଡିଓ ଭାଇରାଲ୍‌, ତଦନ୍ତ କରିବେ ଏସ୍‌ପି

ବାରିପଦା ଅଫିସ,୮।୭ : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଘନ ଘନ...

ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ: ଦେଢ଼ମାସରେ ୧୦ ନିଲମ୍ବିତ, ଜଣେ ବହିଷ୍କୃତ

ନୟାଗଡ଼ ଅଫିସ,୧୮ା୧୧: ନୟାଗଡ଼ ଜିଲାରେ ୫ ଟି ଓ ମୋ ସରକାର ପ୍ରଭାବ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଦେଢମାସରେ ୧୦ ଜଣ ନିଲମ୍ବିତ ହୋଇଥିବା...

ଭାଇଙ୍କୁ ଚିଠି ଲେଖି ଡାକିଛନ୍ତି, ହାତ ତିଆରି ରାକ୍ଷୀ ବାନ୍ଧିବେ

ବାରିପଦା ଅଫିସ,୧୪।୮- ଦିନକ ପରେ ଭଉଣୀ ଓ ଭାଇଙ୍କ ପବିତ୍ର ବନ୍ଧନର ଦିବସ ରାକ୍ଷୀ ପୂର୍ଣ୍ଣିମା। ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧି...

ଚାଲିପାରିଲା ନାହିଁ ପାସେଞ୍ଜର ଟ୍ରେନ୍‌

ଚଣ୍ଡିଖୋଲ,୪ା୮(ପ୍ରଦୀପ୍ତ କୁମାର ପୃଷ୍ଟି):ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ ହେଲେ ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ରନତ୍ଗିରି, ଉଦୟଗିରି, ଲଳିତଗିରି ସହିତ ଜାତୀୟ ଉଦ୍ୟାନ ଭିତର କନିକାକୁ ଦେଶ ବିଦେଶର...

ପୁରୀରେ ହେବ ଟ୍ରାଫିକ ନିୟମ କଡାକଡି

ପୁରୀ ଅଫିସ,୨ା୯ : ରାଜ୍ୟରେ ନୂତନ ମୋଟର ଯାନ ଆଇନ ୨୦୧୯ ରବିବାର ଠାରୁ ଲାଗୁ କରାଯାଇଛି। କେନ୍ଦ୍ର ସରକାର ମୋଟର ଯାନ ଆଇନ ୧୯୮୮କୁ...

Advertisement
Archives

Model This Week