ଶାହାରୁଖ କି ଅମୀର ନୁହନ୍ତି, ଏହି ଖାନ୍‌ଙ୍କୁ ଅଧିକ ପସନ୍ଦ କରନ୍ତି କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରାୟ ସମସ୍ତ ବଡ଼ ଆକ୍ଟରଙ୍କ ସହିତ କାମ କରିଛନ୍ତି। କିନ୍ତୁ ଜଣେ ଖାନ୍‌ଙ୍କୁ ସେ ବହୁତ ପସନ୍ଦ କରନ୍ତି। ଏକଥା ଖୋଦ୍‌ କରୀନା କହିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇରଫାନ୍‌ ଖାନ୍‌ଙ୍କ ଅପକମିଙ୍ଗ ଫିଲ୍ମ ‘ଇଂରାଜୀ ମିଡିୟମ’ରେ ସାଇନ କରିଛନ୍ତି କରୀନା। ଏହି ଫିଲ୍ମରେ ଏକ ପୋଲିସ ଭୂମିକାରେ ସେ ନଜର ଆସିବେ।

କରୀନା ଏକ ସାକ୍ଷାତକାରରେ କହିଛନ୍ତି, ଇରଫାନ୍‌ ସବୁ ଖାନ୍‌ଙ୍କଠାରୁ ବହୁତ ଭଲ। ଆଉ ତାଙ୍କ ଫିଲ୍ମରେ କାମ କରି ସେ ନିଜକୁ ଗର୍ବିତ ଅନୁଭବ କରୁଛନ୍ତି। ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ। ସେ କହିଛନ୍ତି, ମୁଁ ପ୍ରାୟ ସବୁ ଖାନ୍‌ଙ୍କ ସହିତ କାମ କରିିଛି। ଏପରିକି ଶାହାରୁଖ, ଅମୀର, ସଲମାନ୍‌ ଏବଂ ସୈଫ ଅଲ୍ଲୀ ଖାନ୍‌ଙ୍କ ସହିତ। କିନ୍ତୁ ଇର୍‌ଫାନଙ୍କ ସହିତ କାମ କରିବା ମୋ ପାଇଁ ସମ୍ମାନ ଏବଂ ଗୌରବର କଥା।

ସେ ଆହୁରି ମଧ୍ୟ କହିଛନ୍ତି ଏହି ‘ଇଂରାଜୀ ମିଡିୟମ’ ଫିଲ୍ମରେ ତାଙ୍କର ଭୂୂମିକା ଛୋଟ ହୋଇଥିଲେ ମଧ୍ୟ ତାଙ୍କୁ କୌଣସି ଫରକ ପଡ଼ିବନି। କାରଣ ସେ ଇର୍‌ଫାନ୍‌ଙ୍କ ସହ କାମ କରିବା ପାଇଁ ଏକ୍ସାଇଟେଡ୍‌। ଖାଲି ଏତିକି ନୁହେଁ ସେ କହିଛନ୍ତି, ଇରଫାନ୍‌ଙ୍କ ସହ କାମ କରିବା ସମୟରେ କମ୍ଫର୍ଟ ଜୋନ୍‌ରୁ ବାହାରକୁ ବାହାରିବା ପାଇଁ ତାଙ୍କୁ ମୌକା ବି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କ ଫଟୋ ଶେୟାର କରି ମନର କଥା କହିଲେ ଦୀପିକା

ଆଜିକାଲି ବଲିଉଡ ଅଭିନେତା ରଣବୀର ସିଂ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ନ୍ୟୁଡ୍‌ ଫଟୋଶୁଟ୍‌ କରି ବିବାଦ ଘେରକୁ ଆସୁଛନ୍ତି। ଅନେକ ଲୋକ ତାଙ୍କ ସମର୍ଥନରେ...

‘ଗୁଡ୍‌ ନ୍ୟୁଜ୍‌’ ସହ ଅକ୍ଷୟ କରିପାରନ୍ତି ରେକର୍ଡ

ମୁମ୍ବାଇ: ଶ୍ୱଶୁର ରାଜେଶ୍‌ ଖାନ୍ନାଙ୍କ ରେକର୍ଡ ଭାଙ୍ଗିବେକି ଅକ୍ଷୟ! ସମସ୍ତଙ୍କ ନଜର ଏବେ ଅକ୍ଷୟଙ୍କ ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ଉପରେ। ଆପଣ ଟିକେ କନ୍‌ଫ୍ୟୁଜ୍‌ ହେଉଛନ୍ତି...

ବରୁଣେଶ୍ୱରରେ ମାୟାବିନୀ ମୌସୁମୀ

ଓଡ଼ିଶାର ଅନ୍ୟତମ ଯାତ୍ରା ମହାକୁମ୍ଭ ବରୁଣେଶ୍ୱର ମେଳା। ବରୁଣେଶ୍ୱରଙ୍କ ପୀଠରେ ଅନୁଷ୍ଠିତ ଏହି ମେଳାର ମୁଖ୍ୟ ଆକର୍ଷଣ ହେଉଛି ଯାତ୍ରା। ଯାତ୍ରାର ଏକ ଅଘୋଷିତ ମହାସମର...

ମୁହଁ ଖୋଲିଲେ ମୌନି

ମୁମ୍ବାଇ: ଟେଲିଭିଜନ ନାୟିକା ମୌନି ରାୟ ଦୁବଇର ଜଣେ ବ୍ୟାଙ୍କର ସୁରଜ ନାମ୍ବିୟାରଙ୍କୁ ଡେଟ୍‌ କରୁଛନ୍ତି ବୋଲି କିଛିଦିନ ହେବ ଆଲୋଚନା ହେଉଥିଲା। ଏମିତିକି ମୌନି...

କାଜଲଙ୍କ ପ୍ରେମରେ ଏମିତି ପଡ଼ିଥିଲେ ଅଜୟ ଦେବଗନ

ମୁମ୍ବାଇ: ସୁପରଷ୍ଟାର ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲ ବି’ ଟାଉନ୍‌ର ସଫଳ ଦମ୍ପତି ଭାବରେ ଜଣାଶୁଣା। ଏମାନଙ୍କ ବିବାହ ସମୟରେ ଅନେକ ଭାବିଥିଲେ ଯେ,...

ରିୟାଙ୍କୁ ନେଇ ୨୦୧୪ରୁ ଟୁଇଟ୍‌ କରିଥିଲେ ଜୋଫ୍ରା ଆର୍ଚେର: ପ୍ରଶଂସକ କହିଲେ ଏଭଳି..

ନୂଆଦିଲ୍ଲୀ,୨୮।୮: ଇଂଲଣ୍ଡର ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କ ଏକ ପୁରୁଣା ଟୁଇଟ୍‌ ଏବେ ଭାଇରାଲ ହେଉଛି। ବହୁ ଚର୍ଚ୍ଚିତ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର...

ଭନ୍‌ସାଲୀଙ୍କ ଯୋଗୁ ବାଥରୁମ୍‌ରେ ଭୋ ଭୋ ହୋଇ କାନ୍ଦୁଥିଲେ ଏହି ଅଭିନେତ୍ରୀ, ଏବେ କହିଲେ…

ବମ୍ବେ: ଷ୍ଟାର ପ୍ଲସର ଲୋକପ୍ରିୟ ଧାରାବାହିକ ‘ପାଣ୍ଡ୍ୟା ଷ୍ଟୋର’ରେ ଧାରା ପାଣ୍ଡ୍ୟା ଭୂମିକାରେ ଅଭିନୟ କରି ଲୋକପ୍ରିୟତା ହାସଲ କରିଛନ୍ତି ଶାଇନି ଦୋଶୀ। ହେଲେ ଦିନ...

ଅଭିନେତ୍ରୀ ପୂର୍ବରୁ ଯୋଗ ଶିଖାଉଥିଲେ ଅନୁଷ୍କା

ଫିଲ୍ମ ‘ବାହୁବଳୀ-୨’ ସୁପରହିଟ୍‌ ହେବା ପରେ ‘ଦେବସେନା’ ଅର୍ଥାତ୍‌ ଅନୁଷ୍କା ସେଟ୍ଟୀଙ୍କ ଅଭିନୟକୁ ପ୍ରଶଂସା କରାଯାଇଥିଲା। ହେଲେ ଫିଲ୍ମରେ ନାୟକ ସାଜିଥିବା ଅଭିନେତା ପ୍ରଭାସଙ୍କ ସହ...

Advertisement
Archives

Model This Week