Posted inଜାତୀୟ

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରାଯାଇଛି। ଏହି ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ରାହୁଲ ଗାନ୍ଧୀଙ୍କ ହାତ ରହିଥିବା ଭାଜପା ପକ୍ଷରୁ ପ୍ରବକ୍ତା ସମ୍ବିତ ପାତ୍ର ଗୁରୁବାର କହିଛନ୍ତି। ଏହି ୨ ଭାଇ କୁମ୍ଭ ମେଳାରେ ଅଲଗା ହୋଇଯାଇଥିବା କହି ସେ କଟାକ୍ଷ କରିଛନ୍ତି। ଲୋକଙ୍କ ମଧ୍ୟରେ ଭୁଲ୍‌ ଧାରଣା ସୃଷ୍ଟି କରି ଏଏପି ଏବଂ କଂଗ୍ରେସ ପକ୍ଷରୁ ଏଭଳି କରାଯାଉଛି। ସମ୍ବିତଙ୍କ ଏପରି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଉଣ୍ଟସକୁ ନେଇ ଯୁକ୍ତିତର୍କ ପରେ ପୁଅକୁ ଜାଳି ଦେଲେ

ବେଙ୍ଗାଲୁରୁ,୮।୪: ଆକାଉଣ୍ଟ ସେଟେଲମେଣ୍ଟକୁ ନେଇ ଯୁକ୍ତିତର୍କ ପରେ ପୁଅକୁ ଜାଳି ଦେଇଛନ୍ତି ଜଣେ ବ୍ୟବସାୟୀ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ...

ଅର୍ଣ୍ଣବ ଗୋସ୍ବାମୀଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧୧।୧୧-ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଜାମିନ ମିଳିଛି। ବୁଧବାର ସୁପ୍ରିମକୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଫଳରେ ଅର୍ଣ୍ଣବ ୮ ଦିନ...

ଭାଜପା ଟାର୍ଗେଟରେ ମୁକୁଲ

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ...

ଆଦାନୀଙ୍କ ସମସ୍ତ ସମ୍ପତ୍ତିର ଜାତୀୟକରଣ କରନ୍ତୁ ସରକାର: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୮।୨ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ କହିଛନ୍ତି ଯେ କେନ୍ଦ୍ର ସରକାର ଗୌତମ ଆଦାନୀଙ୍କ ସମ୍ପତ୍ତିକୁ ଜାତୀୟକରଣ...

ଉନ୍ନାଓ ମାମଲା: ପୀଡ଼ିତା ପିତାଙ୍କୁ ହତ୍ୟା ଘଟଣାରେ ସେନ୍‌ଗାରଙ୍କୁ ୧୦ ବର୍ଷ ଜେଲ

ନୂଆଦିଲ୍ଲୀ,୧୩।୩: ଉନ୍ନାଓ ବଳାତ୍କାର ଘଟଣାର ପୀଡିତାଙ୍କ ପିତାଙ୍କ ମୃତ୍ୟୁ ମାମଲାରେ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ବିହିଷ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଶୁକ୍ରବାର ଦିଲ୍ଲୀର ଏକ...

‘ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଦିଆଯିବ’

ନୂଆଦିଲ୍ଲୀ, ୧୩।୨: ଲୋକ ସଭାରେ ଶନିବାରେ ଜମ୍ମୁ-କଶ୍ମୀର ପୁନର୍ଗଠନ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହା ପୂର୍ବରୁ ଜମ୍ମୁ-କଶ୍ମୀର ସଂକ୍ରାନ୍ତରେ ଗୃହରେ ଦୀର୍ଘ ସମୟ ଆଲୋଚନା...

ଚାଇନା ବାଣ ରଖିବା-ବିକିବା ଅପରାଧ: ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଚଣ୍ଡିଗଡ଼,୩।୧୧: ହରିୟାଣାରେ ଚାଇନା ବାଣ ରଖିବା ଏବଂ ବିକିବା ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡ଼ା...

ଉପେନ୍ଦ୍ର କୁଶଓ୍ବାହାଙ୍କୁ Y+ ସୁରକ୍ଷା

ପାଟନା,୯।୩: ଜେଡିୟୁରୁ ଇସ୍ତଫା ଦେଇ ଏକ ନୂତନ ଦଳ ଗଠନ କରିଥିବା ଉପେନ୍ଦ୍ର କୁଶୱାହାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କୁ ଏବେ Y+ ସୁରକ୍ଷା ମିଳିଛି।...

Advertisement
Archives

Model This Week