Posted inଜାତୀୟ

ଶାହିନ ବାଗ୍‌ ପ୍ରଦର୍ଶନର ଆଇଏସ୍‌ଆଇ ଲିଙ୍କ୍‌: ସନ୍ଦିଗ୍ଧ ଦମ୍ପତି ଅଟକ

ନୂଆଦିଲ୍ଲୀ,୮।୩: ଦିଲ୍ଲୀର ଶାହିନବାଗ୍‌ଠାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ତେବେ ଏହାପଛରେ ପାକିସ୍ତାନ ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇର ହାତ ଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଓଖଲାଠାରୁ ସନ୍ଦିଗ୍ଧ ଦମ୍ପତିଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। କଶ୍ମୀରର ବାସିନ୍ଦା ହୋଇଥିବା ଏହି ଦମ୍ପତିଙ୍କ ଗତିବିଧି ସନ୍ଦେହ ଜନକ ଥିଲା। ଦମ୍ପତିଙ୍କ ନାମ ଜାହନଜେବ୍‌ ସାମି ଏବଂ ହିନା ବଶିର ବେଗ୍‌ ବୋଲି ପୋଲିସ କହିଛି। ସେମାନେ ଦିଲ୍ଲୀରେ ଆତ୍ମଘାତୀ ଆକ୍ରମଣ ଯୋଜନା କରୁଥିବା ପଚରାଉଚରା ସମୟରେ ଜଣାପଡ଼ିଛି। ସନ୍ଦିଗ୍ଧଙ୍କଠାରୁ କିଛି ଅଧିକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିବାର ଆଶା ରହିଥିବା ଦିଲ୍ଲୀ ପୋଲିସ ଡେପୁଟି କମିଶନର ପ୍ରମୋଦ ସିଂ ଖୁସଓ୍ବାହା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଦାଖରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ

ଶ୍ରୀନଗର,୧୭।୭:ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ଲଦାଖରେ ପହଞ୍ଚିଛନ୍ତି। ତାଙ୍କ ସହ ଡିଫେନ୍ସ ଷ୍ଟାଫ ଜେନେରାଲ ମୁଖ୍ୟ ଜେନେରାଲ ବିପିନ ରାୱତ ଏବଂ ସେନା ମୁଖ୍ୟ...

ଚିନ୍ତାବ୍ୟକ୍ତ କଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧।୭: କେନ୍ଦ୍ର ସରକାର ଦେଶରେ ଚାଇନା ଭିଡିଓ ଆପ୍‌ ଟିକ୍‌ଟକ୍‌ ସମେତ ୫୯ଟି ଆପ୍ଲିକେଶନ ଉପରେ ସୋମବାର କଟକଣା ଜାରି କରିଛନ୍ତି। ଟିକ୍‌ଟକ୍‌କୁ ଗୁଗଲ ପ୍ଲେ...

ପୁଣି ବିପଦ ଘନେଇଲା, ଫେବୃୟାରୀରେ ମହାମାରୀର ତୃତୀୟ ଲହର ଆଶଙ୍କା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ...

ବେଳକୁ ବେଳ ଖରାପ ହେବାରେ ଲାଗିଛି ଦେଶର ଆର୍ଥିକ ସ୍ଥିତି: ମମତା

କୋଲକାତା,୭ ।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଦେଶର...

ପଙ୍ଗପାଳ ଦମନ କରିବାକୁ ମୁତୟନ ହେବ ବାୟୁସେନା ହେଲିକପ୍ଟର

ନୁଆଦିଲ୍ଲୀ,୮।୬: ପାକିସ୍ତାନରୁ ଭାରତ ଆସିଥିବା ପଙ୍ଗପାଳ ଏବେ ଚିନ୍ତା ବଢାଇ ଚାଲିଛନ୍ତି। ଏହାକୁ ଦମନ କରିବାକୁ ଏବେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମୁତୟନ କରାଯିବ।...

ସବୁ ଭାରତୀୟଙ୍କର କଶ୍ମୀର ଉପରେ ଅଧିକାର ରହିଛି: କମାଲ ଆର ଖାନ

ଶ୍ରୀନଗର,୫।୮: ବର୍ତ୍ତମାନ ଜମ୍ମୁ କଶ୍ମୀରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଲାଗିରହିଛି। ଗୋଟିଏ ପଟେ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଓ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀ ରଖାଯାଇଥିବା...

ଭଲ ବର୍ଷା ପାଇଁ ଖୋଲା ଆକାଶ ତଳେ ୪ ମାସ ହେବ ତପସ୍ୟା କରୁଛନ୍ତି ସାଧୁ

ଦୌସା,୧୩।୬: ରାଜସ୍ଥାନର ଦୌସାର ଜିଲା ମୁଖ୍ୟାଳୟଠାରୁ ମାତ୍ର ୩ କିଲୋମିଟର ଦୂରରେ ବଜୋରିର ବାଲାଜି ମନ୍ଦିର ପରିସରରେ ଜଣେ ସାଧୁ ବିଗତ ୪ ମାସ ହେବ...

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି।...

Advertisement
Archives

Model This Week