Posted inଜାତୀୟ

ଶାହିନ ବାଗ ଧାରଣାସ୍ଥଳରେ ଶିଶୁର ମୃତ୍ୟୁକୁ ନେଇ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧୦।୧: ଶାହିନ ବାଗରେ ପ୍ରଦର୍ଶନ ସମୟରେ ଜରେ ୪ ମାସ ଶିଶୁର ମୃତ୍ୟୁକୁ ନେଇ ଯେଉଁ ଆବେଦନ କରାଯାଇଥିଲା ସୁପ୍ରିମକୋର୍ଟ ପକ୍ଷରୁ ସୋମବାର ଏହାର ଶୁଣାଣି କରାଯାଇଛି। ଏହି ମାମମଲାର ଶୁଣାଣି କରି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି ୪ ମାସର ଶିଶୁ କ’ଣ ଧାରଣ କରିବାକୁ ଯାଇଥିଲେ। ଏହାକୁ ନେଇ ବୀରତା ପୁରସ୍କାରରେ ସମ୍ମାନୀତ ଜଣେ ଛାତ୍ର ଜେନ ଗୁଣରତ୍ନ ସଦାବର୍ତ୍ତିଙ୍କ ଦ୍ୱାରା ଲେଖାଯାଇଥିବା ଚିଠିକୁ ଗୁରୁତର ସହ ନେଇ ଏହାର ବିଚାର କରିଥିଲେ। ଉକ୍ତ ଚିଠିରେ ଛାତ୍ର ଜଣଙ୍କ ଉଲ୍ଲେଖ କରିଥିଲେ କି ଧାରଣାସ୍ଥଳକୁ ଶିଶୁମାନଙ୍କୁ ନେବାକୁ ବାରଣ କରାଯିବା ଦରକାର। ଏବେ ଏହାକୁ ନେଇ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ନୋଟିସ ଜାରି କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri