Posted inଜାତୀୟ

ଶାହିନ ବାଗ ପ୍ରଦର୍ଶନକୁ ନେଇ ଭାଜପାକୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାକୁ ନେଇ ପରସ୍ପର ଉପରେ ଦୋଷ ଲଦୁଛନ୍ତି ବିଭିନ୍ନ ରାଜନୈତିକ ଦଳ। ଏହି ନିର୍ବାଚନ ପ୍ରଚାର ସମୟରେ ପ୍ରାୟ ସବୁ ଦଳ ଶାହିନ ବାଗ ପ୍ରଦର୍ଶନକୁ ନେଇ ପରସ୍ପର ଉପରକୁ କାଦୁଅ ଫିଙ୍ଗୁଥିବା ଦେଖାଯାଇଛି। ପ୍ରଥମେ ଭାରତୀୟ ଜନତା ପାର୍ଟି(ଭାଜପା) ଶାହିନ ବାଗ ପ୍ରଦର୍ଶନକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ଓ କଂଗ୍ରେସକୁ ଦାୟୀ କରିଥିବା ବେଳେ ଏବେ ଏହାର ଜବାବ ଦେବାକୁ ଯାଇ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାଜପାକୁ ଟାର୍ଗେଟ କରିଛନ୍ତି। କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି ଶାହିନ ବାଗରେ ରାସ୍ତା ବନ୍ଦ ହେବା ଫଳରେ ସାଧାରଣ ଜନତା ଅସୁବିଧାରେ ପଡୁଛନ୍ତି। ଏଠି ଭାଜପା ଘୃଣ୍ୟ ରାଜନୀତି କରୁଛି ବୋଲି ସେ କହିଛନ୍ତି। କେଜରିଓ୍ବାଲ ଭାଜପା ସରକାର ଉଦ୍ଦେଶ୍ୟରେ କହିଛନ୍ତି ଏମାନଙ୍କ ନେତା ତୁରନ୍ତ ଯାଇ ଶାହିନ ବାଗରେ କଥା ହୁଅନ୍ତୁ ଓ ରାସ୍ତା ଖୋଲା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ରୋକ: ଟ୍ରାକ୍ ଉପରେ ବସିଲେ କୃଷକ, ଦିଲ୍ଲୀରୁ ବିହାର ପର୍ଯ୍ୟନ୍ତ ପଡିଲା ପ୍ରଭାବ

ନୂଆଦିଲ୍ଲୀ,୧୮ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗୁରୁବାର କୃଷକ ସଙ୍ଗଠନ ପକ୍ଷରୁ ଦିନ ୧୨ଟାରୁ ରେଳ ରୋକ ଆରମ୍ଭ କରାଯାଇଛି...

ନଭେମ୍ବର ୮ରେ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨।୧୦: ନଭେମ୍ବର ୮ରେ ଭାରତ-ପାକିସ୍ତାନ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ରମନ୍ତ୍ରୀ ହସ୍‌ରମିତ କୌର ଟୁଇଟ ଯୋଗେ ଏହି ସୂଚନା ଦେଇଛନ୍ତି।...

ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଛନ୍ତି ୯୦ ବର୍ଷୀୟା ମା’

ସାହଦୋଲ,୨୫।୭: ମଧ୍ୟପ୍ରଦେଶର ସାହଦୋଲରେ ଜଣେ ୯୦ ବର୍ଷୀୟା ବୃଦ୍ଧା ମା’ ରତନି ପୁଅର ଅସ୍ଥି ଧରି ନ୍ୟାୟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ଦୀର୍ଘ ୧୧...

ଶ୍ରମିକଙ୍କୁ ଆନ୍ତଃ ରାଜ୍ୟ ଯାତାୟାତ ମନା

ନୂଆଦିଲ୍ଲୀ,୨୦ା୪(ପି.ଟି.): ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଶ୍ରମିକଙ୍କୁ ସେହି ରାଜ୍ୟରେ କାର୍ଯ୍ୟ କରିବା ଲାଗି ସୁଯୋଗ ପ୍ରଦାନ କରାଯିବ। ସେମାନେ କେତେକ...

୫ ଦେଶର ନାଗରିକଙ୍କ ଭିଜା ରଦ୍ଦ

ନୂଆଦିଲ୍ଲୀ,୪ା୩: ଚାଇନା ପରେ ସର୍ବାଧିକ କରୋନା ଆକ୍ରାନ୍ତ ଦକ୍ଷିଣ କୋରିଆ, ଇରାନ, ଇଟାଲି ଓ ଜାପାନର ନାଗରିକଙ୍କୁ ମିଳିଥିବା ନିୟମିତ ଭିଜାଗୁଡିକୁ ସରକାର ମଙ୍ଗଳବାର ରଦ୍ଦ...

ସୁପ୍ରିମ୍‌କୋର୍ଟର ୪ ବିଚାରପତି ନେଲେ ଶପଥ: ଆସନ୍ତା ମାସଠାରୁ ଜଣିକିଆ ଖଣ୍ଡପୀଠରେ ବିଚାର ହେବା ସମ୍ଭାବନା

ନୂଆଦିଲ୍ଲୀ, ୨୩।୯: ସୁପ୍ରିମ୍‌କୋର୍ଟର ୪ ନୂଆ ବିଚାରପତି ସୋମବାର ଶପଥ ନେଇଛନ୍ତି। ଏହାଦ୍ୱାରା ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ବିଚାରପତି ହିମାଚଳପ୍ରଦେଶ...

ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ରେ ନିଜକୁ ଗୁଗୁଲ୍‌ର ଏଚ୍‌ଆର୍‌ ମ୍ୟାନେଜର୍‌ କହି ୫୦ ଯୁବତୀଙ୍କ ସହ ସମ୍ପର୍କ ରଖିଥିଲେ ଏହି ଯୁବକ

ଅହମଦାବାଦ,୧୯।୧: ଗୁଜରାଟର ଅହମଦାବାଦରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ରେ ନିଜକୁ ଗୁଗୁଲ୍‌ର ଏଚ୍‌ଆର୍‌ ମ୍ୟାନେଜର୍‌ କହି ୫୦ରୁ ଅଧିକ...

ସାନିଟାଇଜର ସ୍ପ୍ରେ କରିବ ରୋବୋ

ନୂଆଦିଲ୍ଲୀ ,୩୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଏଥିଲାଗି ସାମାଜିକ ଦୂରତା ସହିତ ରାସ୍ତାଘାଟକୁ ବିଶୁଦ୍ଧ କରିବା ଲାଗି ସାନିଟାଇଜର ସ୍ପ୍ରେ...

BGU
Play 250+ Trending Games
Archives

Model This Week

Why Dharitri