ଶିକାର ହେଲେ ବିରଳ ଧଳା ଜିରାଫ

ନାଇରୋବି,୧୧।୩: ସାଧାରଣ ଜିରାଫଙ୍କଠାରୁ ଅଲଗା ଥିବା ଧଳା ଜିରାଫ ଓ ତା’ର ଛୁଆ ପ୍ରଥମ କରି ୨୦୧୭ ମସିହାରେ ଦେଖାଯାଇଥିଲେ। କେନିଆ ବନ୍ୟଜନ୍ତୁ ଅଭୟାରଣ୍ୟରେ ଦେଖାଯାଇଥିବା ଏହି ଦୁର୍ଲଭ ଜିରାଫଙ୍କୁ ଶିକାରୀମାନେ ମାରି ଦେଇଥିବା ଜଣାପଡିଛି। ଉତ୍ତର ପୂର୍ବ କେନିଆର ଗରିସା କାଉଣ୍ଟିର ଏକ ଗାଁରେ ମା’ ଓ ଛୁଆ ଜିରାଫର ମୃତଦେହ ମିଳିବା ପରେ ଏମାନଙ୍କୁ କେହି ମାରି ଦେଇଥିବା ଅନୁମାନ କରାଯାଉଛି। ପ୍ରାୟ ୩ମାସ ପୂର୍ବେ ଶେଷଥର ପାଇଁ ଏମାନଙ୍କୁ ଦେଖାଯାଇଥିବା କୁହାଯାଏ । ଆଫ୍ରିକା ଓ୍ବାଇଲ୍ଡ ଲାଇଫ୍‌ ଫାଉଣ୍ଡେଶନର ସୂଚନା ଅନୁଯାୟୀ, କେନିଆରେ ଗତ ୩୦ ବର୍ଷ ମଧ୍ୟରେ ଜିରାଫ ସଂଖ୍ୟାରେ ପାଖାପାଖି ୪୦ ପ୍ରତିଶତ ହ୍ରାସ ହୋଇଛି। ମାଂସ ଓ ଚମଡା ପାଇଁ ଶିକାରୀ ଏମାନଙ୍କୁ ଶିକାର କରୁଛନ୍ତି। ହେଲେ ଧଳା ଜିରାଫକୁ କିଏ ଓ କାହିଁକି ଶିକାର କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘାଟଦେବୀ ଥିଲେ ମା’ ଭଗବତୀ

ଅନେକ ଇତିହାସକାର ଦେବୀ ଗଙ୍ଗେଶ୍ୱରୀ ମନ୍ଦିର ଗଙ୍ଗବଂଶ ରାଜତ୍ୱ କାଳରେ ନିର୍ମିତ ହୋଇଥିଲା ବୋଲି ସମ୍ଭାବନା କରିଛନ୍ତି। ‘ବାୟା ଚକଡ଼ା’ ଅନୁଯାୟୀ ଗଜପତି ନରସିଂହ ଦେବଙ୍କ...

ରୁଷିଆ କବ୍‌ଜାରେ ଖେର୍‌ସନ୍‌

କ୍ୱିଭ୍‌, ୧୬।୩: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣକୁ ମଙ୍ଗଳବାର ୨୦ ଦିନ ପୂରିଥିବାବେଳେ ଏହି ପୂର୍ବ ୟୁରୋପୀୟ ଦେଶର ବିଭିନ୍ନ ସହରରେ ମସ୍କୋ ପକ୍ଷରୁ ତୁହାକୁ...

ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ...

ରକ୍ତ ସ୍ନାନ କରୁଥିବା ରାଣୀ

ଇତିହାସ ପୃଷ୍ଠାରେ ଦବି ରହିଛି ଅନେକ ରହସ୍ୟ । କିଛି ଘଟଣା ତ ଏମିତି ବି ଘଟିଛି; ଯାହା ଆଜ ିବି ସ୍ତମ୍ଭୀଭୂତ କରିଦିଏ ସମସ୍ତଙ୍କୁ।...

ନୂତନ ବ୍ରେନ୍‌ ସର୍କିଟର ଅନୁସନ୍ଧାନ

ମୁମ୍ବାଇ: ମାନସିକ ଚାପ ଯୋଗୁ ମାନବ ଶରୀରରେ ଦେଖାଦେଉଥିବା ପ୍ରତିକ୍ରିୟା ତଥା ଅସୁସ୍ଥତାର କାରଣ ଜାଣିବାରେ ବୈଜ୍ଞାନିକମାନେ ସଫଳ ହୋଇଛନ୍ତି। ମଣିଷର ମସ୍ତିଷ୍କରେ ଥିବା ଏକ...

କରୋନାରୁ ବର୍ତ୍ତିବା ପାଇଁ ବ୍ୟାଙ୍କ କର୍ମଚାରୀ ନେଲେ ଏହି ପଦକ୍ଷେପ, ଭିଡିଓ ଭାଇରାଲ

ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାରଇସ୍‌କୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତିଦିନ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ୩...

୧୦ ଲକ୍ଷ ଏକର ଜଙ୍ଗଲ ପାଉଁଶ

ସାନ୍‌ ଫ୍ରାନ୍‌ସିସ୍କୋ,୨୪।୮ : ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଭୟାବହ ରୂପ ନେଇଛି। ଏହି ବନାଗ୍ନି ମାତ୍ର ସପ୍ତାହେ ମଧ୍ୟରେ ୧୦ ଲକ୍ଷ ଏକର...

ରାଜପ୍ରାସାଦ ଛାଡ଼ିଲେ ବ୍ରିଟେନ ରାଣୀ

ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ...

Advertisement
Archives

Model This Week