ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି ଗ୍ରାମର ଆଲୋକ ପରିବାର ସହ ଭୋଟ ଦେବାକୁ ଆସିଥିଲେ। ଦୀର୍ଘ ଦିନ ହେଲା ସେ ମାନସିକ ରୋଗରେ ଆକ୍ରାନ୍ତ ହୋଇଥିବାରୁ ତାଙ୍କ ଦୁଇ ଗୋଡ ଶିକୁଳିରେ ବନ୍ଧା ହୋଇଥିବାବେଳେ ଏକ ହୁଇଲ ଚେୟାରରେ ତାଙ୍କୁ ମତଦାନ କେନ୍ଦ୍ରକୁ ଅଣାଯାଇଥିଲା। ସମ୍ପର୍କୀୟଙ୍କ ସହାୟତାରେ ସେ ଭୋଟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଇକ୍ରୋ ଅବଜରଭରଙ୍କୁ ତାଲିମ କାର୍ଯ୍ୟକ୍ରମ: ବୁଥ୍‌ରେ ସ୍ବଚ୍ଛତା ମୁଖ୍ୟ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୧୯ା୪- ଢେଙ୍କାନାଳ ଜିଲାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନିୟୋଜିତ ମାଇକ୍ରୋ ଅବଜରଭର (ଅଣୁ ପର୍ଯ୍ୟବେକ୍ଷକ)ମାନଙ୍କର ତାଲିମ କାର୍ଯ୍ୟକ୍ରମ ଗୁରୁବାର ପୂର୍ବାହ୍ନରେ...

ଜନ୍ତୁ ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ୨ ଯୁବକ ମୃତ

ବନ୍ତଳା,୨୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା କଞ୍ଜା ଗ୍ରାମରେ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ୨...

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦)...

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ...

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି...

ମାଫିଆଙ୍କ କବ୍‌ଜାରେ ନଦୀବନ୍ଧ: ଚାଲିଛି ବେଆଇନ ବାଲି ଓ ମାଟି ଉଠାଣ

ବିଞ୍ଝାରପୁର, ୨ା୬(ଡି.ଏନ.ଏ)- ସରକାର ନଦୀବନ୍ଧ ଉନ୍ନତିକରଣରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ବିିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ନଦୀବନ୍ଧରୁ ବେଆଇନଭାବେ ମାଟି ଓ ବାଲି...

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ...

ରାତିଅଧିଆ ଚାଲିଛି ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ

କୋରେଇ,୨୧ା୨(ଡି.ଏନ.ଏ):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ତଥା ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ସମୁଦାୟ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତିକରଣ ଆରମ୍ଭ ହୋଇଛି...

Advertisement
Archives

Model This Week