ଶିକ୍ଷକଙ୍କୁ ନିଲମ୍ବନ ପ୍ରତିବାଦ: ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲା ତିଲେଇବାଣି ବ୍ଲକ ଅଧୀନ ସାମନ୍ତରା ପାଳି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ବିନା କାରଣରେ ନିଲମ୍ବନ କରାଯାଇଛି। ଏହାକୁ ପ୍ରତିବାଦ କରି ଗ୍ରାମବାସୀ, ଅଭିଭାବକ ଓ ଛାତ୍ରୀଛାତ୍ରମାନେ ସ୍କୁଲରେ ତାଲା ପକାଇ ଦେଇଛନ୍ତି। ଫଳରେ ସ୍କୁଲରେ ପାଠପଢ଼ା ବନ୍ଦ ରହିଛି। ଏହାପରେ ଗ୍ରାମବାସୀ ଗ୍ରାମ ଦେଇ ଯାଇଥିବା ରାସ୍ତାକୁ ମଧ୍ୟ ଅବରୋଧ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ନଜରରେ ପଡିଗଲା ସ୍ତ୍ରୀଙ୍କ ପରକୀୟା ପ୍ରୀତି, ପ୍ରେମିକଙ୍କ ସହ ମିଶି କରିଥିଲେ ହତ୍ୟା ଉଦ୍ୟମ, ଏବେ ଗଲେ ଜେଲ୍

ଦିଗପହଣ୍ଡି,୩୧|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗାଁ ଛକରେ ରହୁଥିବା ଏସ.ଶଙ୍କର ରେଡ୍ଡୀଙ୍କ  ଅନୁପସ୍ଥିତିରେ ତାଙ୍କ ସ୍ତ୍ରୀ ଏସ.ରଶ୍ମିତା ରେଡ୍ଡୀ…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri