ବରଗଡ଼ ଅଫିସ୍,୧୧।୪: କରୋନା(କୋଭିଡ୍-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି ନ ଥିବାବେଳେ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ହୋଇଛି। ଏଥିପାଇଁ ଦେଶବ୍ୟାପୀ ଲକ୍ ଡାଉନ୍ କଟକଣା ଲାଗୁ ହୋଇଥିବାବେଳେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ତେବେ ରୋକିବା ପାଇଁ ଠେବରଗଡ଼ର ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଜଣେ ଶିକ୍ଷକ ଦୁଃଖିସେବକ ସାହୁ ଏକ ନିଆରା ଢ଼ଙ୍ଗରେ କରୋନା ସଚେତନତା ସୃଷ୍ଟି ପାଇଁ ନିଜ ପ୍ରୟାସ ଆରମ୍ଭ କରିଛନ୍ତି । ସେ ନିଜର ଚିତ୍ରକଳା ମଧ୍ୟରେ ଲୋକଙ୍କ ମଧ୍ୟରେ ତାଙ୍କ ସଚେତନତା ବାଣ୍ଟିଛନ୍ତି । ଶିକ୍ଷକ ସାହୁଙ୍କ ଏଭଳି ପ୍ରୟାସକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।
Posted inHome Left, ଆମ ଜିଲା ଖବର, ବରଗଡ଼, ରାଜ୍ୟ View All
କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!
ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା…
ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…
ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…
‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….
ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ…
ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’
ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…
ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…
ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…
କେସିଙ୍ଗା ରେଳ ଷ୍ଟେଶନ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…
କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…
ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ
ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍
ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍ ଶୁକ୍ରବାର ଓସେପା ଅଫିସ୍ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…
Archives

