ଶିକ୍ଷକଙ୍କ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖଇରା,୧୧।୭(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲରେ ବିଜ୍ଞାନ ଶିକ୍ଷକ ହେମନ୍ତ ଦାସଙ୍କୁ ବଦଳି କରାଯିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ଦେଇଛନ୍ତି। ଗ୍ରାମବାସୀଙ୍କ ସହ କୌଣସି ଆଲୋଚନା ନ କରି ଏଭଳି ମନମୁଖି ବଦଳି କରାଯିବା ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ପରିଚାଳନା କମିଟି ସଭାପତି ବନମାଳୀ ପୃଷ୍ଟି, ଗ୍ରାମବାସୀ ଅତୁଲ୍ୟ ନାୟକ, ସରକାର ମହାନ୍ତି, ମନୋରଞ୍ଜନ ବେହେରା, ଡମ୍ବରୁଧର ଦାସ,ଅନ୍ନପୂର୍ଣ୍ଣା ପରିଡ଼ା ପ୍ରମୁଖ କହିଛନ୍ତି । ବିଦ୍ୟାଳୟରେ ୮୦ପିଲାଙ୍କୁ ୬ ଶିକ୍ଷକ ଥିବା ବେଳେ ଜଣେ ଶିକ୍ଷକଙ୍କ ବଦଳିରେ ତାଲା ବନ୍ଦ କରି ବିରୋଧ ନାମରେ ପିଲାମାନଙ୍କ ପାଠପଢ଼ା ବନ୍ଦ କରିବା କେତେଦୂର ସମୀଚୀନ ବୋଲି ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ସାହିରେ ବ୍ୟାପିଲା ଝାଡ଼ାବାନ୍ତି: ୧୫ ଆକ୍ରାନ୍ତ, ୫ ଗୁରୁତର

ଔପଦା, ୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଆଦିବାସୀ ଅଧ୍ୟୁଷିତ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଗ୍ରାମରେ ଝାଡାବାନ୍ତିର ପ୍ରାଦୁର୍ଭାବ ଦେଖାଦେଇଛି। ଏଥିରେ ୧୫ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।...

ବ୍ରାଉନସୁଗାର ବେପାର କରୁଥିଲେ ବାପ-ଝିଅ

ରୂପସା,୨।୯(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ହଳଦୀପଦା ଅଞ୍ଚଳରେ ବୁଧବାର ଚଢ଼ାଉ କରି ବସ୍ତା ଥାନା ପୋଲିସ ୨ଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଛନ୍ତି। ଗିରଫ...

ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ଚରମ ନିଷ୍ପତ୍ତି

ଖଇରା,୧୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମର କିଛି ଅସାମାଜିକ ଯୁବକ ଗତ ୫ ଓ ୬ତାରିଖ ଦିନ ତୁଡ଼ିଗଡ଼ିଆ ବଜାରର ବ୍ୟବସାୟୀ, ବଜାର...

ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ

ବାହାନଗା,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି।...

ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ

ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ...

ତାଳସାରି ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ଘେରିଲେ ଭୋଗରାଇବାସୀ

ଭୋଗରାଇ, ୨୬।୮( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇର ତାଳସାରି ମେରାଇନ ଥାନା ଅଧୀନ ବହୁ ଚର୍ଚ୍ଚିତ ନାବାଳିକା ଛାତ୍ରୀ ଅଶ୍ଳୀଳ ଭିଡିଓ ଭାଇରାଲ ଓ ବ୍ଲାକ୍‌ମେଲିଂ...

ଗୁରୁଦିବସରେ ଗଲା ଗୁରୁଙ୍କ ଜୀବନ

ରୂପସା,୫।୯(ଡି.ଏନ୍‌.ଏ.): ଗୁରୁ ଦିବସରେ ସଡ଼କ ଦୁର୍ଘଟଣାରେ ଚାଲିିଯାଇଛି ଆଦର୍ଶ ଗୁରୁଙ୍କ ଜୀବନ। ସ୍କୁଲରୁ ଘରକୁ ଫେରୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ବାଲେଶ୍ୱର ଜିଲା ୬୦...

ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା

ଭୋଗରାଇ, ୨।୯(ଡ଼ି.ଏନ୍‌.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ...

Advertisement
Archives

Model This Week