ଦିଗପହଣ୍ଡି,୨୭।୧(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି କରି ଦିଗପହଣ୍ଡି ପୋଲିସ ନଂ. ୧୯/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। ଉକ୍ତ ଘଟଣାକୁ ଚାପିଦେବା ପାଇଁ ଉଦ୍ୟମ ଚାଲିଥିଲେ ମଧ୍ୟ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ସୋମବାର ବିଦ୍ୟାଳୟରେ ପହଞ୍ଚତ୍ ବିଶେଷ ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରିଛନ୍ତି। ଗତ ବୁଧବାର ଛାତ୍ରଙ୍କ ଉତ୍ଥାନ ବହି ହଜିଯାଇ ଥିଲା। ଏ ନେଇ ଛାତ୍ର ଶିକ୍ଷକଙ୍କୁ ଜଣାଇଥିଲେ। କିନ୍ତୁ ସାମାନ୍ୟ କଥାରେ ଶିକ୍ଷକ ଜଣକ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଥିଲେ।
ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି
ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…
ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା
ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…
ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…
ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର
ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…
ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ
ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର…
ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…
ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…
Archives

