ଶିକ୍ଷକ ଅଭାବ: ଅଭିଭାବକଙ୍କ ତାଲା ବନ୍ଦ ଆନ୍ଦୋଳନ

ମାଧପୁର, ୨୬।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ କୁନ୍ଦନାଳୀ ପ୍ରକଳ୍ପ ବିଦ୍ୟାଳୟରେ ସୋମବାରଠାରୁ ସ୍କୁଲ ପରିଚାଳନା କମିଟି ଏବଂ ଅଭିଭାବକଙ୍କ ଦ୍ୱାରା ତାଲା ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ତେଣୁ ସ୍କୁଲ ଆସିଥିବା ସମସ୍ତ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ବିଦ୍ୟାଳୟର ଫାଟକ ସମ୍ମୁଖରେ ଛିଡ଼ା ହୋଇଛନ୍ତି।
ସୂଚନାଯୋଗ୍ୟ, ବିଦ୍ୟାଳୟରେ ୮ଟି ଶ୍ରେଣୀ ରହିଥିବା ବେଳେ ସମୁଦାୟ ୧୧୯ ଛାତ୍ରୀଛାତ୍ର ପାଠ ପଢ଼ନ୍ତି। ତେବେ ଦୁଇ ଶିକ୍ଷୟିତ୍ରୀ ପ୍ରସବକାଳୀନ ଛୁଟିରେ ଯାଇଥିବାରୁ ସ୍କୁଲରେ ଶିକ୍ଷକ ଅଭାବ ଦେଖାଦେଇଛି। ତେବେ ବିଦ୍ୟାଳୟରେ ଜଣେହେଲେ ବିଜ୍ଞାନ ଶିକ୍ଷକ ନାହାନ୍ତି। ତୁରନ୍ତ ବିଦ୍ୟାଳୟରେ ୨ଜଣ ଶିକ୍ଷକ ନିଯୁକ୍ତି ନେଇ ବାରମ୍ବାର ଅଭିଭାବକମାନେ ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଇଲେଣି। ମାତ୍ର କୌଣସି ସୁଫଳ ନ ମିଳିବାରୁ ତାଲା ବନ୍ଦ ଆନ୍ଦୋଳନ ମାଧ୍ୟମରେ ଏହାର ପ୍ରତିବାଦ କରାଯାଉଥିବା ଅଭିଭାବକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

ଜଙ୍ଗଲରୁ ଠାବ ହେଲା ମାଓବାଦୀଙ୍କ ବୃହତ୍ ଅସ୍ତ୍ରଶସ୍ତ୍ର ଭଣ୍ଡାର

କୋରାପୁଟ, ୨୨/୬ (ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ବଡ଼ଲିପାହାଡ଼ ଜଙ୍ଗଲରେ ସୁରକ୍ଷାବାହିନୀ ପକ୍ଷରୁ ଚାଲିଥିବା ଚଢ଼ାଉ ବେଳେ ମାଓବାଦୀଙ୍କ ଏକ ବୃହତ୍ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri