ଭବାନୀପାଟଣା,୨୫।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ରହିଛନ୍ତି। ତେବେ ୨ଜଣ ଶିକ୍ଷକ ବହୁବର୍ଷ ହେବ ସେମାନଙ୍କୁ ଶିକ୍ଷାଦାନ କରିଆସୁଥିଲେ। ଅଧିକ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀ ବାରମ୍ବାର ଲିଖିତ ଅଭିଯୋଗ କରିବା ପରେ ପୁନଃ ୩ ଜଣ ଶିକ୍ଷକ ନିଯୁକ୍ତି ହୋଇଥିଲେ। ୫ ଶିକ୍ଷକ ଶିକ୍ଷାଦାନ କରୁଥିବା ବେଳେ କିଛି ଦିନ ହେବ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ତେବେ ଆଗାମୀ ଦିନରେ ନୂତନ ଶିକ୍ଷକ ନିଯୁକ୍ତି ନ କରାଗଲେ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇବାକୁ ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All

ରାସ୍ତା ନାହିଁ: ଖଟିଆରେ ଚାଲିଗଲା ଜୀବନ
ସମ୍ବଲପୁର/ନାକଟିଦେଉଳ,୨୦ା୭(ବ୍ୟୁରୋ/ଡ଼ି.ଏନ.ଏ.): ଗଁ।ର ବିକାଶରେ ପ୍ରତିବନ୍ଧକ ସାଜିଛି ନାଳ। ନାଳ ଉପରେ ପୋଲ ନ ଥିବାରୁ ଗଁ।କୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଗଁ। ଲୋକେ ରୋଗୀକୁ ଖଟିଆରେ...

ଅତଲାପୁର ପଞ୍ଚାୟତରେ ବ୍ୟାପକ ଦୁର୍ନୀତି : ବିଡିଓଙ୍କ ନିକଟରେ ଫେରାଦ ହେଲେ ପଞ୍ଚାୟତବାସୀ
ରସୁଲପୁର,୧୭।୧୨(ଡିଏନଏ)- ରସୁଲପୁର ବ୍ଲକ ବରୀ ନିର୍ବାଚନମଣ୍ଡଳୀରେ ସାମିଲ ହୋଇଥିବା ୧୦ଟି ପଞ୍ଚାୟତ ମଧ୍ୟରୁ ଶ୍ରେଷ୍ଠ ପୁରସ୍କାରପ୍ରାପ୍ତ ଅତଲାପୁର ପଞ୍ଚାୟତରେ ଦୁର୍ନୀତିର ଗନ୍ଧ ବାରିଛନ୍ତି ଜନସାଧାରଣ। ସରକାରଙ୍କ...

ବଜ୍ରପାତରେ ଜଳିଗଲା ଧାନ ଗଦା, ଚାଷୀଙ୍କୁ ସହାୟତା ଦାବି
ଗଞ୍ଜାମ,୩।୫(ଡି.ଏନ୍.ଏ): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅଧୀନ ସାନ ରାମଚନ୍ଦ୍ରପୁର ଗାଁରେ ବଜ୍ରପାତ ଘଟି ଧାନଗଦା ସହ ଏକ ପାଳଗଦା ପୋଡି ପାଉଁଶ ହୋଇଯାଇଛି। ମିଳିଥିବା...

ଓଡ଼ଗାଁ ଗୋଠବଣ ଡକାୟତି ମାମଲାର ପର୍ଦ୍ଦାଫାଶ, ୨ ଗିରଫ
ଓଡ଼ଗାଁ, ୨୪ା୮(ସ୍ବ.ପ୍ର.): ଓଡ଼ଗାଁ ଥାନା ଗୋଠବଣ ଗ୍ରାମରେ ଗତ ୧୨ ତାରିଖ ମଧ୍ୟ ରାତ୍ରରେ ହୋଇଥିବା ଡକାୟତି ମାମଲାର ପର୍ଦ୍ଦାଫାଶ ହୋଇଛି। ସେହି ରାତିରେ ୫...

ଆଉ ଜଣେ ଶିଶୁଙ୍କୁ ଅପହରଣ : ଗାଁ ଦାଣ୍ଡରୁ ଉଠାଇ ନେଲେ ୨ ଦୁର୍ବୃତ୍ତ
କାଶୀନଗର,୧୭ା୧୨(ଡି.ଏନ୍.ଏ.)- ଓଡ଼ିଶାର ବିଭିନ୍ନ ସ୍ଥାନରେ ଶିଶୁ ଅପହରଣକୁ ନେଇ ତୁମ୍ବିତୋଫାନ ଚାଲିଥିବାବେଳେ ଗଜପତି ଜିଲା କାଶୀନଗର ଅଞ୍ଚଳରୁ ଗୁରୁବାର ପୁଣି ଜଣେ ଶିଶୁଙ୍କୁ ଅପହରଣ କରାଯାଇଛି।...

ପ୍ଲାଜମା ଦାନ କଲେ ୨ କରୋନା ଯୋଦ୍ଧା: ସାଲ୍ୟୁଟ କଲେ ଗଞ୍ଜାମ ଜିଲାପାଳ, ଏସ୍ପି
ଛତ୍ରପୁର, ୩।୯(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ପୁଣି ୨ ଜଣ କରୋନା ଯୋଦ୍ଧା ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେମାନେ ହେଲେ ଆସିକା ବ୍ଲକର ଆରଡ଼ବ୍ଲ୍ୟୁଏସ୍ଏସ୍ ଜେଇ...

ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ
ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ...

ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା
ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର...