ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରର ସାହି ମଧ୍ୟରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍ ସେଣ୍ଟର ନ କରିବାକୁ ଗୁରୁବାର ସାହିବାସିନ୍ଦା ବୁଗୁଡ଼ା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଉକ୍ତ ଅନୁଷ୍ଠାନଟି ସାହି ମଝିରେ ଥିବାବେଳେ ଏହା ନିକଟରେ ପରିବା ମାର୍କେଟ ରହିଛି। ପ୍ରତିଦିନ ପଶ୍ଚିମବଙ୍ଗରୁ ଆଳୁ, ପିଆଜ ଆଦି ସାମଗ୍ରୀ ବୋଝେଇ ହୋଇ ଟ୍ରକ ଏଠାକୁ ଆସିଥାଏ। ସେମାନଙ୍କ ଠାରୁ ମଧ୍ୟ ସଂକ୍ରମଣ ଆଶଙ୍କା ରହୁଛି। ଏବେ ଉକ୍ତ ଶିକ୍ଷାକେନ୍ଦ୍ରରେ କ୍ୱାରାଣ୍ଟାଇନ୍ ସେଣ୍ଟର କଲେ ସାହି ଲୋକେ କରୋନା ସଂକ୍ରମଣ ଆଶଙ୍କାରେ ଘରୁ ବାହାରିପାରିବେ ନାହିଁ। ତେଣୁ ଉକ୍ତ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍ ସେଣ୍ଟର ନ କରିବାକୁ ସାହିର ରବି ନାରାୟଣ ପଟ୍ଟନାୟକ, ସନ୍ୟାସୀ ପ୍ରଧାନ, ପ୍ରଣବ ପ୍ରକାଶ, ସନ୍ତୋଷ କୁମାର ବେହେରା, ଅମର ପ୍ରସାଦ ବିଷୋୟୀ ପ୍ରମୁଖ ଲିଖିତ ଅଭିଯୋଗ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
Archives

