ଶିକ୍ଷାନିକେତନ ବିଦ୍ୟାଳୟରେ ରକ୍ତଦାନ ଶିବିର: ୨୭ ୟୁନିଟ୍‌ ରକ୍ତ ସଂଗ୍ରହ

ବାଲିଗୁଡା,୧୪।୬: କନ୍ଧମାଳ ଜିଲା ଶିକ୍ଷାନିକେତନ ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ା ଅତିଥିଭାବେ ବନଖଣ୍ଡ ଅଧିକାରୀ ବିଶ୍ୱନାଥମ ନୀଳାଧରମ, ଡାକ୍ତର କେଦାର ପାଢ଼ୀ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ସଭାପତି ରାଜକିଶୋର ପାଢ଼ୀ, ଭଗବାନ ଜେନା, ପ୍ରଧାନ ଶିକ୍ଷକ ପଞ୍ଚାନନ ସାହୁ ପ୍ରମୁଖ ଯୋଗଦେଇଥିଲେ।
ବାଲିଗୁଡାରେ ବହୁ ଅନୁଷ୍ଠାନ ରକ୍ତଦାନ କରିଛନ୍ତି। କିନ୍ତୁ ଗୋଟିଏ ଶିକ୍ଷାନୁଷ୍ଠାନ ପ୍ରଥମକରି ରକ୍ତଦାନ କାର୍ଯ୍ୟକ୍ରମ କରିଅଛି। ତେଣୁ ଏହା ଅନ୍ୟ ଅନୁଷ୍ଠାନ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ଭଗବାନ ଜେନା କହିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର କର୍ମଚାରୀ ଓ ଶିକ୍ଷାନିକେତନର କର୍ମଚାରୀମାନେ ଏଥିରେ ସହଯୋଗ କରିଥିଲେ। ରକ୍ତଦାନ କରିଥିବା ବ୍ୟକ୍ତିବିଶେଷଙ୍କୁ ରକ୍ତଭଣ୍ଡାର ତରଫରୁ ମାନପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭସାଣି ଶୋଭାଯାତ୍ରାବେଳେ ଗୋଷ୍ଠୀ ବିବାଦ

ଦିଗପହଣ୍ଡି,୬ା୯(ଡି.ଏନ.ଏ.) – ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗାଁରେ ଗଣେଶ ମୂର୍ତ୍ତି ଭସାଣି ଉତ୍ସବକୁ କେନ୍ଦ୍ରକରି ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି।...

କ୍ୱାରାଣ୍ଟାଇନ ସେଣ୍ଟରକୁ ବାହାରୁ ଯାଉଛି ଖାଦ୍ୟ, ଭିଡିଓ ଭାଇରାଲ

ଭଞ୍ଜନଗର,୭।୫(ଡି.ଏନ.ଏ.)- ଗଞ୍ଜାମରେ ସୁରଟ ଫେରନ୍ତା ଚିନ୍ତା ବଢାଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ କ୍ୱାରାଣ୍ଟାଇନ୍‌ରେ ଥିବା ଲୋକେ ନିୟମ ମାନୁ ନାହାନ୍ତି। ଗଞ୍ଜାମ ଜିଲା ବେଲଗୁଣ୍ଠା...

ଶ୍ରମିକ କାର୍ଡ ପାଇଁ ଟଙ୍କା ଆଦାୟ ଅଭିଯୋଗ

ଛତ୍ରପୁର,୬ା୯(ଡି.ଏନ.ଏ)- ଛତ୍ରପୁରସ୍ଥିତ ଶ୍ରମ କାର୍ଯ୍ୟାଳୟରୁ ଶ୍ରମିକ କାର୍ଡ ଓ ପଞ୍ଜୀକୃତ ଶ୍ରମିକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ କେତେଜଣ ଦଲାଲ ସକ୍ରିୟ ହୋଇଛନ୍ତି। ଏଥିପାଇଁ ଦୈନିକ...

ଏମ୍‌କେସିଜି ଶିଶୁରୋଗ ଚିକିତ୍ସା ୱାର୍ଡରେ ଖୋଲିବ କୋଭିଡ୍‌ ହେଲ୍‌ଥ ସେଣ୍ଟର

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏମାନଙ୍କ ଚିକିତ୍ସା ପାଇଁ ଅତିରିକ୍ତ କୋଭିଡ୍‌ ହସ୍ପିଟାଲ...

ତାସ ଖେଳକୁ ନେଇ ଆକ୍ରମଣ, ୩ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ନୂଆ ପେଣ୍ଡୁରାବାଡି ଗାଁରେ ତାସ ଖେଳକୁ କେନ୍ଦ୍ରକରି ଗ୍ରାମର ସୁଶାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଏତଲାକ୍ରମେ ପୋଲିସ ନଂ....

ରାଜ୍ୟରେ ତୃତୀୟ: ଗଞ୍ଜାମରେ ୭ଦିନରେ କାର୍ଯ୍ୟକ୍ଷମ ହେବ କୋଭିଡ୍‌-୧୯ ହସ୍‌ପିଟାଲ

ଛତ୍ରପୁର,୨୮ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଥିବା ଟାଟା ମେମୋରିଆଲ ହସ୍ପିଟାଲକୁ କୋଭିଡ -୧୯ ହସ୍ପିଟାଲରେ ପରିଣତ କରାଯିବ। ସପ୍ତାହକ ମଧ୍ୟରେ ଏହା କାର୍ଯ୍ୟକ୍ଷମ ହେବ। ପୂର୍ବରୁ ରାଜ୍ୟ...

କେରଳ ବନ୍ୟାରେ ଫସିଛନ୍ତି ଶତାଧିକ ଓଡ଼ିଆ ଶ୍ରମିକ

ଶେରଗଡ଼,୧୧ା୮(ଡି.ଏନ.ଏ.): ଶେରଗଡ଼ ବ୍ଲକର ଦଶମୁଣ୍ଡଳୀ, ଶେରଗଡ଼ ଓ ଆସିକା ବ୍ଲକର ସୁନମୋହି ଗ୍ରାମର ବହୁବ୍ୟକ୍ତି କେରଳ କାଲିକଟ ମଙ୍ଗୁଆ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି। ଜୁଲାଇ...

ତାରାତାରିଣୀ ଯାତ୍ରାରେ ଦର୍ଶନକୁ ଅନୁମତି: ଭୋଜିଭାତ, ମୁଣ୍ଡନ ବନ୍ଦ

ଛତ୍ରପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମର ଆରାଧ୍ୟା ଦେବୀ ଜଗତ୍‌ଜନନୀ ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ମଙ୍ଗଳବାର ପର୍ବ ନେଇ କଟକଣା ଜାରି ହୋଇଛି। ଏହି ଦିନରେ ଦର୍ଶନଭିଳାଷୀ ସମସ୍ତ...

Advertisement
Archives

Model This Week