ଶିକ୍ଷା, ସ୍ବାସ୍ଥ୍ୟ ଅଧିକାର ଦାବିରେ ରାଲି

ଫୁଲବାଣୀ ଅଫିସ, ୩ା୧୨: ଶିକ୍ଷା, ସ୍ବାସ୍ଥ୍ୟ ଆମ ଅଧିକାର ଦାବି ନେଇ ଫୁଲବାଣୀରେ ଓଡ଼ିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ପକ୍ଷରୁ ଏକ ରାଲି ସୋମବାର ମାଦିକୁନ୍ଦା ଛକରୁ ରାଲି ବାହାରି ସହର ପରିକ୍ରମା କରିଥିଲା। ୨୦୧୦ରୁ ରାଜ୍ୟରେ ଶିକ୍ଷା ଅଧିକାର ଆଇନ ପ୍ରଚଳିତ ହେଲା ା ୧୦ ବର୍ଷ ପରେ ମଧ୍ୟ ଶିକ୍ଷା ବ୍ୟବସ୍ଥାରେ ସେପରି ସୁଧାର ଆସିନାହିଁ। ଶିକ୍ଷା ଭଳି ସ୍ବାସ୍ଥ୍ୟ ବ୍ୟବସ୍ଥା ନ କହିବା ଭଲ। ଯେଉଁଠି ଡାକ୍ତରଖାନା ଅଛି ସେଠାରେ ଡାକ୍ତର ନାହାନ୍ତି। କେତେକ ସ୍ଥାନରେ ଡାକ୍ତର ଥିବା ବେଳେ ଅନ୍ୟ ସୁବିଧା ନାହିଁ ା ତେଣୁ ପ୍ରତି ଶ୍ରେଣୀ ନିମନ୍ତେ ସ୍ବତନ୍ତ୍ର ଶ୍ରେଣୀଗୃହ ଏବଂ ଶିକ୍ଷକ ନିଯୁକ୍ତି କରିବା, ବିଦ୍ୟାଳୟ ପରିଚାଳନା କମିଟିକୁ ସକ୍ରିୟ କରିବା, ଗାଁ କଲ୍ୟାଣ ସମିତିକୁ ସମ୍ପ୍ରସାରଣ କରିବା, ଉନ୍ନତ ସ୍ବାସ୍ଥ୍ୟସେବା, ସମସ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସ୍ତରରେ ମା’ ଗୃହ ସ୍ଥାପନ କରିବାକୁ ମହିଳା ମଜୀବୀ ମଞ୍ଚର ସାବିତ୍ରୀ ମାଝି, ତେଜସ୍ବିନୀ ଦେହୁରୀ, ଭାରତୀ ରାଓ, ସସ୍ମିତା ମଲ୍ଲିକ, ଉର୍ମିଳା ମାଝି ଏବଂ ଶ୍ରମଜୀବୀ ମଞ୍ଚର ସଞ୍ଜୟ ଦିଗାଲ, ରସାଲ ଡଙ୍ଗେରିଆ, ଦୁର୍ବାସା ସେଠୀ ପ୍ରମୁଖ
ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ଧରି ଚାଲିଥିବା ଅଙ୍ଗନ କି ଉତ୍ସବ ଉଦଯାପିତ, ଶିଶୁ ତଥା ଅଭିଭାବକଙ୍କୁ ନେଇ ସରିଲା କାର୍ଯ୍ୟକ୍ରମ

ଦାରିଙ୍ଗବାଡି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସାଂରାଣୀ ପଣ୍ଡାଙ୍କ ତତ୍ୱାବଧାନରେ, ଉଭୟ କେନ୍ଦ୍ର…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?