ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚିକିଟି ଏସ୍‌ଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଦିଗପହଣ୍ଡି ଥାନାଧିକାରୀ ଗୌରାଙ୍ଗ ଚରଣ ସାହୁ ପହଞ୍ଚତ୍ ଶିକ୍ଷୟିତ୍ରୀଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଶିକ୍ଷୟିତ୍ରୀ ଜଣକ ପତାକା ଉତ୍ତୋଳନ ଉତ୍ସବରେ ଯୋଗଦେବା ପାଇଁ ସ୍କୁଲ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ମାଡ଼ ମାରି ବେକରୁ ୩ ଭରି ଓଜନର ମଙ୍ଗଳସୁତ୍ର ଓ କାନଫୁଲ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri