Posted inଜାତୀୟ

ଶିବକୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୧୩।୯: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକ କଂଗ୍ରେସର ଟାଣୁଆ ନେତା ଡି.କେ. ଶିବକୁମାରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଅଚାନକ ତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ରାମମନୋହର ଲୋହିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁବାର ଶିବକୁମାରଙ୍କ ଝିଅ ଐଶ୍ଚର୍ଯ୍ୟାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୭ ଘଣ୍ଟା ଜେରା କରିଛି। ୨୨ ବର୍ଷୀୟା ମ୍ୟାନେଜମେଣ୍ଟ ସ୍ନାତକ ଐଶ୍ଚର୍ଯ୍ୟା ଇଡିଙ୍କ ନୂଆଦିଲ୍ଲୀ କାର୍ଯ୍ୟାଳୟରେ ପହଞ୍ଚିବା ପରେ ମନିଲଣ୍ଡରିଂ ନରାକରଣ ଆଇନ(ପିଏମଏଲଏ)ରେ ତାଙ୍କ ବୟାନ ରେକର୍ଡ କରାଯାଇଥିଲା। ସୂଚନାଯୋଗ୍ୟ, ଗତ ୩ ତାରିଖାରେ ଶିବକୁମାର ଗିରଫ ହୋଇ ଇଡି ହାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟଙ୍କୁ କରୋନା

ଡେରାଡୁନ,୨୩।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟ। ଏ ନେଇ  ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର...

କଂଗ୍ରେସର ଫାଇଟର ପାଇଲଟ୍‌ ଶତ୍ରୁ ଶିବିର ମୁହାଁ

ଜୟପୁର,୧୩।୭: ରାଜସ୍ଥାନରେ କ୍ଷମତାରେ ଥିବା କଂଗ୍ରେସ ସରକାରରେ ଫାଟ ସୃଷ୍ଟି ହୋଇଛି। ୨୦୧୮ ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳର ଫାଇଟର ପାଇଲଟ୍‌ ବୋଲାଉଥିବା ସଚିନ ପାଇଲଟ୍‌...

ଏଲ୍‌ପିଜି ସିଲିଣ୍ଡର ବିସ୍ଫୋରଣ: ୯ ମୃତ

ଅହମଦାବାଦ, ୨୫।୭: ଗୁଜରାଟର ଅହମଦାବାଦ ସହର ଉପକଣ୍ଠ ଏକ ଘରେ ଏଲ୍‌ପିଜି ସିଲିଣ୍ଡର ଗ୍ୟାସ୍‌ ଲିକ୍‌ରୁ ବିସ୍ଫୋରଣ ଘଟି ୪ ଶିଶୁଙ୍କ ସମେତ ୯ ଜଣଙ୍କ...

କରୋନା ଦେଖେନି ଧର୍ମ-ବର୍ଣ୍ଣ-ଜାତି: ଏକଜୁଟ ହୋଇ ଆମେ ଲଢ଼ିବା ଭାରତବାସୀ; କହିଲେ ମୋଦି

ନୂଆଦିଲ୍ଲୀ,୧୯।୪: କରୋନା ସଂକ୍ରମଣ ଧର୍ମ, ବର୍ଣ୍ଣ, ଜାତି ଦେଖେନି। ଏହା ଯେ କୌଣସି ଲୋକଙ୍କୁ ମଧ୍ୟ ସଂକ୍ରମିତ ହୋଇପାରେ। ଏହା ବିରୋଧରେ ଆମେ ଭାରତବାସୀ ଏକଜୁଟ...

ନୌସେନାର କ୍ଷେପଣାସ୍ତ୍ର ପରୀକ୍ଷା ସଫଳ

ନୂଆଦିଲ୍ଲୀ,୧୮ା୫: ଭାରତୀୟ ନୌସେନା ପକ୍ଷରୁ ଶୁକ୍ରବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା ମଧ୍ୟମ ଧରଣ କ୍ଷେପଣାସ୍ତ୍ର (ଏମ୍‌ଆର୍‌ଏସ୍‌ଏମ୍‌)ର ସଫଳ ପରୀକ୍ଷଣ କରାଯାଇଛି। ଏ...

ନୀତି ଆୟୋଗର ଉପାଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୪: ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ରାଜୀବ କୁମାର ଏହି ପଦବୀରେ ବହୁ ବର୍ଷ ଧରି ରହିଥିଲେ।...

ବଦଳିଗଲା ସଚ୍ଚିନଙ୍କ ଦାଢ଼ି କାଟିଥିବା ବାର୍ବଲ ଗର୍ଲଙ୍କ ଜୀବନ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବନଓ୍ବାରି ତୋଲା ଗାଁରେ ଥିବା ନେହା ଓ ଜ୍ୟୋତି ନାମକ ଦୁଇ ଭଉଣୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚିତ। ଦିନେ...

ଅଗଷ୍ଟା ୱେଷ୍ଟଲାଣ୍ଡ ହେଲିକପ୍ଟର ଦୁର୍ନୀତି

ନୂଆଦିଲ୍ଲୀ,୧୨ା୯(ପିଟି): ବହୁଚର୍ଚ୍ଚିତ ଅଗଷ୍ଟା ସ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣାରେ ହୋଇଥିବା ୩,୬୦୦ କୋଟି ଟଙ୍କା ଦ୍ୱୁର୍ନୀତି ଘଟଣାରେ ପୂର୍ବତନ ପ୍ରତିରକ୍ଷା ସଚିବ ଶଶିକାନ୍ତ ଶର୍ମାଙ୍କ ବିରୋଧରେ ମାମଲା...

Advertisement
Archives

Model This Week