Posted inଜାତୀୟ

ଶିବରାତ୍ରୀ ଅବସରରେ ମହାମୃତ୍ୟୁଞ୍ଜୟ ମନ୍ତ୍ର ଲେଖି ଶୁଭେଚ୍ଛା ଜଣାଇଲେ ମୁସଲିମ୍‌ ମହିଳା

ନୂଆଦିଲ୍ଲୀ,୨୧।୨: ସାରା ଦେଶରେ ମହାଶିବରାତ୍ରୀ ପାଳନ କରାଯାଉଛି। ବିଭିନ୍ନ ଶୈବପୀଠରେ ପଞ୍ଚାକ୍ଷରୀ ମନ୍ତ୍ରରେ ଗୁଞ୍ଜରି ଉଠୁଥିବା ବେଳେ ମହାଦେବଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଲାଗିଛି। ବାବା ଭୋଳାନାଥଙ୍କ ସମ୍ମୁଖରେ ସବୁ ଭକ୍ତ ସମାନ। ଏହି ଅବସରରେ ଦିଲ୍ଲୀ ଭାଜପାର ନେତ୍ରୀ ନିଗହତ ଆବାସ ଟୁଇଟରରେ ଶିବଙ୍କ ମହାମୃତ୍ୟୁଞ୍ଜୟ ମନ୍ତ୍ର ଲେଖି ଲୋକଙ୍କୁ ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି। ନିଗହତଙ୍କ ଏହି ଟୁଇଟ ପରେ ତାଙ୍କୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲରୁ ଏସ୍‌ୟୁଭି ଖସି ୭ ମୃତ

ମୁମ୍ବାଇ,୧୭ା୨: ମହାରାଷ୍ଟ୍ରର ୟବତମାଲ ଜିଲାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟି ୭ ଜୀବନ ଯାଇଛି। ସକାଳେ କଲାମ୍ବ-ଯୋଡ୍‌ମୋହା ରୋଡ୍‌ ନିକଟ ଏକ ପୋଲରୁ ଏସ୍‌ୟୁଭି...

ଅନୁଚ୍ଛେଦ ୩୭୦ ଉପରେ ମୁହଁ ଖୋଲି ସୋସିଆଲ୍‌ ମିଡ଼ିଆରେ ଟ୍ରୋଲ୍‌ ହେଲେ ରାହୁଲ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ଉପରେ ମୁହଁ ଖୋଲି ରାହୁଲ ଗାନ୍ଧୀ ସମାଲୋଚନାର ଶିକାର ହୋଇଛନ୍ତି। ଏହି ପ୍ରସଙ୍ଗରେ ରାହୁଲ ଗୋଟିଏ ଦିନ ପରେ ମଙ୍ଗଳବାର...

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା...

କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ

ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର...

ଫେସ୍‌ବୁକ ଲାଇଭରେ କୁମାରସ୍ବାମୀ ଓ ତାଙ୍କ ପରିବାରଙ୍କୁ ଅଭଦ୍ର ଟିପ୍ପଣୀ ଦେଇ ୨ ଗିରଫ

ବେଙ୍ଗାଲୁର,୧୧।୬: ଫେସ୍‌ବୁକ ଲାଇଭ ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଓ ପୂର୍ବତନ ଏଚ୍‌ଡି ଦେବଗୌଡାଙ୍କ ଉପରେ ଅଭଦ୍ର ଟିପ୍ପଣୀ ଦେଇଥିବା ୨ଜଣ ବ୍ୟକ୍ତିଙ୍କୁ ଗିରଫ...

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ...

ପ୍ରତିରକ୍ଷା ତଥ୍ୟ ଗାଏବ

ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟର ଖବର ବିଭାଗରେ ଥିବା...

ଦୁଇ ଲୁଟେରାଙ୍କ ସହ ଲଢ଼ି ଜିତିଲେ ଏହି ଯୁବତୀ, ପୁରସ୍କାର ରାଶି ଘୋଷଣା କଲା ପୋଲିସ

ଚଣ୍ଡିଗଡ଼,୨ା୯: ଜଳନ୍ଧରର ଡେପୁଟି କମିଶନର ଘନଶ୍ୟାମ ଥୋରୀ ଜଣେ ଯୁବତୀଙ୍କୁ ୫୧,୦୦୦ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ...

Play 250+ Trending Games
Archives

Model This Week

Why Dharitri