Posted inଜାତୀୟ

ଶିବସେନାକୁ ମିଳିପାରେ ମୁଖ୍ୟମନ୍ତ୍ରୀ ଏନ୍‌ସିପିକୁ ସ୍ବରାଷ୍ଟ୍ର

ମୁମ୍ବାଇ,୨୨।୧୧: କିଛିଦିନ ହେବ ମହାରାଷ୍ଟ୍ରରେ ସରକାର ଗଠନକୁ ଦେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିଥିବା ମାରାଥନ ବୈଠକର ଅନ୍ତ ଘଟିଛି ବୋଲି କୁହାଯାଉଛି। ଶୁକ୍ରବାର ହୋଇଥିବା ବୈଠକରେ ଶିବସେନା ମୁଖ୍ୟମନ୍ତ୍ରୀ, ଏନ୍‌ସିପି ସ୍ବରାଷ୍ଟ୍ର ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିବ ବୋଲି କଥା ହୋଇଥିବା ବିଶେଷ ସୂତ୍ରରୁ ଜଣାପଡିଛି। ଏହାସହ ନଗର ଉନ୍ନୟନ ମନ୍ତ୍ରଣାଳୟ ଶିବସେନା ଖାତାକୁ ଆସିବ ବୋଲି ଶୁଣିବାକୁ ମିଳିଛି। ତେବେ ବିଧାନସଭା ବାଚସ୍ପତି ପଦକୁ ନେଇ କୌଣସି ନିଷ୍ପତ୍ତି ନିଆଯାଇ ନ ଥିବା ଜଣାପଡିଛି। ଅନ୍ୟପଟେ ବିଧାୟକଙ୍କ ସଂଖ୍ୟାକୁ ଦେଖି ମନ୍ତ୍ରୀ ପଦ ବଣ୍ଟାଯାଇପାରେ ବୋଲି ଅନୁମାନ କରାଯାଉଛି। ଏହି କ୍ରମରେ ଶିବସେନା ଓ ଏନ୍‌ ସିପିକୁ ୧୫ ଲେଖାଏଁ ମନ୍ତ୍ରୀ ପଦ ମିଳିବାକୁ ଥିବା ବେଳେ ତୃତୀୟ ଦଳ କଂଗ୍ରେସକୁ ୧୨ ମନ୍ତ୍ରୀ ପଦ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯୮୪ ଶିଖ୍‌ଦଙ୍ଗାକୁ ରୋକାଯାଇ ପାରିଥାନ୍ତା: ମନମୋହନ

ନୂଆଦିଲ୍ଲୀ, ୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ହତ୍ୟା ପରେ ୧୯୮୪ରେ ହୋଇଥିବା ଶିଖ୍‌ ଦଙ୍ଗାକୁ ରୋକାଯାଇ ପାରିଥାନ୍ତା। ଏନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ...

ନୁପୁର ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିପାରେ ଭାଜପା: ଓୱାଇସି

ନୂଆଦିଲ୍ଲୀ,୧୯ ।୬: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସଦୁଦ୍ଦିନ ଓୱାଇସି ପୁଣିଥରେ କେନ୍ଦ୍ର ଶାସିତ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି । ଗୋଟିଏ...

ଭିଡ଼ହିଂସା ବିରୋଧରେ ଆଇନ ଆଣିବେ ସରକାର

ନୂଆଦିଲ୍ଲୀ,୨୧ା୭(ଆଇଏଏନ୍‌ଏସ୍‌): ଦେଶରେ ଭିଡ଼ହିଂସା ବଢ଼ିଚାଲିଥିବାରୁ ଏହାକୁ ରୋକିବା ଲାଗି କେନ୍ଦ୍ର ସରକାର ଆଇନ ଆଣିବାକୁ ଯାଉଛନ୍ତି। ପାର୍ଲାମେଣ୍ଟର ଚଳିତ ଅଧିବେଶନରେ ଏନେଇ ସରକାର ବିଲ୍‌ ଆଣିପାରନ୍ତି...

ଭାରତୀ-ହର୍ଷଙ୍କୁ ସହଯୋଗ ଅଭିଯୋଗ: ୨ ଏନ୍‌ସିବି ଅଫିସର ନିଲମ୍ବିତ

ମୁମ୍ବାଇ,୩।୧୨: ଡ୍ରଗ୍ସ୍‌ ମାମଲାରେ ବଲିଉଡ୍‌ର ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟାଙ୍କୁ ସହଯୋଗ କରିଥିବା ଅଭିଯୋଗରେ ୨ ଜଣ ନାର୍କୋଟିକ୍‌...

ମାଳଦ୍ୱୀପ ପୂର୍ବତନ ଉପରାଷ୍ଟ୍ରପତିଙ୍କ ରାଜନୈତିକ ଶରଣ ଆବେଦନକୁ ଅଗ୍ରାହ୍ୟ କଲେ ଭାରତ ସରକାର

ଚେନ୍ନାଇ,୩।୮: ମାଳଦ୍ୱୀପର ପୂର୍ବତନ ଉପରାଷ୍ଟ୍ରପତି ଅହମ୍ମଦ ଆଦେବ୍‌ ଅବଦୁଲ୍‌ ଗଫୁରଙ୍କ ରାଜନୈତିକ ଶରଣ ଆବେଦନକୁ ଭାରତ ସରକାର ଅଗ୍ରାହ୍ୟ କରିଛନ୍ତି। ଫଳରେ ସେ ତାମିଲ୍‌ନାଡୁର ଥୁଥୁକୁଡ଼ିଠାରୁ...

ବିଗିଡ଼ିବ ଭାରତୀୟ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୨୦ା୧୧:କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏବେ ଆମେରିକା ପରେ ଭାରତ ଦ୍ୱିତୀୟ ସର୍ବାଧିକ କ୍ଷତିଗ୍ରସ୍ତ ଦେଶ...

ବାସ୍ତୁବିତ୍‌ ଚନ୍ଦ୍ରଶେଖରଙ୍କୁ ହତ୍ୟା

ବେଙ୍ଗାଲୁରୁ,୬ା୭: ବାସ୍ତୁବିତ୍‌ ଚନ୍ଦ୍ରଶେଖର ଗୁରୁଜୀଙ୍କୁ ମଙ୍ଗଳବାର କର୍ନାଟକର ହୁବଲି ଜିଲାସ୍ଥିତ ଏକ ହୋଟେଲରେ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ସମ୍ପୃକ୍ତ ଦୁଇ ଯୁବକ...

ବୁଡି ଗଲାଣି ଅଧା ଭାରତ

ନୂଆଦିଲ୍ଲୀ,୧୮।୮: ଲଗାଣ ବର୍ଷାରେ ଦେଶର ଅଧିକାଂଶ ଭାଗରେ ବନ୍ୟା ସୃଷ୍ଟି ହୋଇଛି। ଅଧା ଭାରତ ବନ୍ୟାରେ ବୁଡି ଗଲାଣି କହିଲେ ଚଳେ। ଉତ୍ତରାଖଣ୍ଡରେ ଗଙ୍ଗୋତ୍ରୀ, ୟମୁନୋତ୍ରୀ...

Advertisement
Archives

Model This Week