Posted inଜାତୀୟ

ଶିବସେନାକୁ ୧୦୬ ଆସନ ଯାଚିଲା ଭାଜପା

ମୁମ୍ବାଇ,୧୩-୯(ପି.ଟି.): ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଅକ୍ଟୋବର ଶେଷ ଆଡ଼କୁ ହେବାକୁ ଥିବାବେଳେ ଏଥିପାଇଁ ଶାସକ ଭାଜପା ଓ ଶିବସେନା ମଧ୍ୟରେ ଆସନ ବୁଝାମଣା ଲାଗି ଆଲୋଚନା ଆରମ୍ଭ ହୋଇଛି। ଭାଜପା ସହଯୋଗୀ ଦଳକୁ ୧୦୬ଟି ଆସନ ଯାଚିଥିବା ଜଣାପଡିଛି। ତେବେ ଶିବସେନା ଏଥିରେ ସନ୍ତୁଷ୍ଟ ନାହିଁ। ୧୨୦ରୁ କମ୍‌ ଆସନ ଗ୍ରହଣ କରିବାକୁ ଉଦ୍ଧବ ଠାକରେଙ୍କ ଦଳ ଚାହୁଁ ନ ଥିବା ଏକ ସୂତ୍ରରୁ ଜଣାପଡିଛି। ଅନ୍ୟତମ ସହଯୋଗୀ ଜନ ସ୍ବରାଜ୍ୟ ଶକ୍ତି ପାର୍ଟି ୪ ଆସନରେ ଲଢ଼ିପା ପାଇଁ ରାଜି ହୋଇଛି। ଗତ ଥର ଭାଜପା ଓ ଶିବସେନା ଅଲଗା ନିର୍ବାଚନ ଲଢ଼ିଥିଲେ। ଭାଜପା ୧୨୨ ଓ ଶିବସେନା ୬୩ ଆସନରେ ବିଜୟୀ ହୋଇଥିଲା। ଅନ୍ୟ ସହଯୋଗୀ ଦଳ ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ, ଶିବ ସଂଗ୍ରାମ ଏବଂ ରାଷ୍ଟ୍ରୀୟ ସମାଜ ପାର୍ଟି ସହ ଆସନ ବୁଝାମଣା ନେଇ ଆଲୋଚନା ଜାରି ରହିଛି। ଏହି ଦଳଗୁଡ଼ିକର ପ୍ରାର୍ଥୀ ଭାଜପା ଚିହ୍ନରେ ଲଢ଼ିବା ପ୍ରସ୍ତାବକୁ ଗ୍ରହଣ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri