Posted inଜାତୀୟ

ଶିବସେନା, କଂଗ୍ରେସ, ଏନ୍‌ସିପିର ରାଜ୍ୟପାଳଙ୍କ ସହ ହୋଇ ପାରିଲାନି ସାକ୍ଷାତ୍‌

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଥିବା ବେଳେ ଏବେ କିନ୍ତୁ ସରକାର ଗଠନକୁ ନେଇ ଭାଜପା ଓ ଶିବସେନା ପାଗ ଭିଡୁଥିବା ଆଲୋଚନାର ବିଷୟ ପାଲଟିଛି। ଶନିବାର ଅପରାହ୍ନରେ କୃଷକ ସମସ୍ୟାକୁ ନେଇ ଶିବସେନା, କଂଗ୍ରେସ ଓ ଏନ୍‌ସିପି ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ଥିଲା। ହେଲେ ଏହା ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ଯଦି ଏହା ହୋଇ ଥାଆନ୍ତା ତେବେ ମହାରାଷ୍ଟ୍ରରେ ସରକାର ଗଠନ ପୂର୍ବରୁ ଏହି ୩ ଦଳ ପ୍ରଥମଥର ଲାଗି ଏକାଠି ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରି ଥାଆନ୍ତେ। ଅନ୍ୟପଟେ କୁହାଯାଉଛି କି ଶିବସେନା, କଂଗ୍ରେସ ଓ ଏନ୍‌ସିପି ମଧ୍ୟରେ ସରକାର ଗଠନକୁ ନେଇ ସବୁ ପ୍ରକାର କଥାବାର୍ତ୍ତା ସରିଛି। ଖୁବଶୀଘ୍ର ଏହି ମେଣ୍ଟ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ…

ଭାଙ୍ଗିଲା ପୁରୁଣା ରେକର୍ଡ, ୧୯୦୧ ପରେ ଚଳିତବର୍ଷର ଅଗଷ୍ଟ ସବୁଠୁ ଉତ୍ତପ୍ତ

ନୂଆଦିଲ୍ଲୀ,୧ା୯(ପି.ଟି.): ୧୯୦୧ ପରେ ଗତ ଅଗଷ୍ଟ ସବୁଠାରୁ ଅଧିକ ଉତ୍ତପ୍ତ ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ରେକର୍ଡରୁ ଜଣାପଡ଼ିଛି । ଆଇଏମ୍‌ଡି ପକ୍ଷରୁ ପ୍ରକାଶିତ ମାସିକ…

ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ

ବିଶ୍କେକ୍‌,୧ା୯: ବିଶ୍କେକ୍‌ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri