Posted inଜାତୀୟ

ଶିବସେନା ନେତାଙ୍କୁ ହତ୍ୟା

ମୁମ୍ବାଇ,୧୭।୩(ପି.ଟି.):ମହାରାଷ୍ଟ୍ରର ଅହମଦନଗର ଜିଲାରେ ଶିବସେନାର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ରବିବାର ସନ୍ଧ୍ୟାରେ ଶିବସେନା କୋପାରଗାଁଓ ୟୁନିଟ ଉପଜିଲା ସଭାପତି ସୁରେଶ ଗିର୍‌ ପାଟିଲଙ୍କ ଘରେ ୬ ଜଣ ପ୍ରବେଶ କରି ତାଙ୍କ ଉପରକୁ ୪ ରାଉଣ୍ଡ ଗୁଳି ଚଳାଇବା ସହ ଛୁରି ଭୁସିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ଚିହ୍ନଟ କରାଯାଇଥିବା ପୋଲିସ କହିଛି। ମୃତ ଶିବସେନା ନେତାଙ୍କ ବିରୋଧରେ ହତ୍ୟା ଓ ଦଙ୍ଗା ମାମଲା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri