Posted inଜାତୀୟ

ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ: ସଞ୍ଜୟ ରାଉତ

ମୁମ୍ବାଇ,୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଶିବସେନା ପାଖରେ ୧୭୦ରୁ ଅଧିକ ବିଧାୟକ ଥିବା ସଞ୍ଜୟ ରାଉତ କହିଛନ୍ତି। ରାଜ୍ୟରେ ଶିବସେନାର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସରକାର ଗଠନ କରାଯିବ ବୋଲି ସଞ୍ଜୟ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଶିବସେନା ପାଖରେ ୫୬ ବିଧାୟକ ରହିଛନ୍ତି। ତେବେ କଂଗ୍ରେସ, ଏନ୍‌ସିପି ଏବଂ ଅନ୍ୟ ଛୋଟ ଛୋଟ ଦଳଙ୍କ ସହିତ ମିଶି ଶିବସେନା ସରକାର ଗଠନ କରିବାର ଆଶା ଥିବା ସଞ୍ଜୟ କହିଛନ୍ତି। ସୂଚନାଯୋଗ୍ୟ, ଏନସିପି ପାଖରେ ୫୪ ବିଧାୟକ ଥିବାବେଳେ କଂଗ୍ରେସ ପାଖରେ ୪୪ ବିଧାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

‘ଯଦି ତୁମେ ଭାଜପାକୁ ସମର୍ଥନ କରିବ ତୁମେ ଦେଶଭକ୍ତ’, ନଚେତ୍‌…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ଦକ୍ଷିଣ ଚବିଶି ପ୍ରଗଣା ଜିଲାର ସୋନାରପୁରରେ ତୃଣମୂଳ କଂଗ୍ରେସ (TMC) ଏମ୍‌ପି ଅଭିଷେକ ବାନାର୍ଜୀଙ୍କୁ ଏକ ବଡ଼ ଧରଣର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

୨ ଓ୍ବାରେଣ୍ଟି କୋର୍ଟ ଚାଲାଣ: ଜଣେ ହତ୍ୟା ମାମଲାରେ ଥିଲେ ଫେରାର, ଆଉ ଜଣେ…

ଦିଗପହଣ୍ଡି,୩୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର ୨ ଓ୍ବାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି।…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri