Posted inଜାତୀୟ

ଶିବସେନା-ଭାଜପା ଗଠନ କରନ୍ତୁ ସରକାର: ପାଓ୍ବାର

ମୁମ୍ବାଇ,୬।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଙ୍କକଷା ଛିଡୁନି। ଏପରିସ୍ଥଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ବୁଧବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଶିବସେନା-ଭାଜପା ସରକାର ଗଠନ କରନ୍ତୁ। ଏନ୍‌ସିପି ବିରୋଧୀ ଆସନରେ ବସିବ। ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କୁ ଭେଟିବା ପରେ ପାଓ୍ବାର ଏଭଳି ସୂଚନା ଦେଇଛନ୍ତି। ପାଓ୍ବାରଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଭାଜପା ପାଖରେ ୧୦୫ ବିଧାୟକ ଥିବାବେଳେ ଶିବସେନା ନିକଟରେ ୫୬ ଜଣ ବିଧାୟକ ରହିଛନ୍ତି। ଦୁଇ ଦଳ ମେଣ୍ଟ କଲେ ବିଧାୟକଙ୍କ ସଂଖ୍ୟା ୧୬୧ ହେବ। ଏହା ଦ୍ୱାରା ସହଜରେ ଆବଶ୍ୟକ କୁହୁକ ସଂଖ୍ୟା ୧୪୫ ହାସଲ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୨୭।୬: ପୁଣି ଅଢୁଆରେ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ସେ ଆହୁରି ୧୪ ଦିନ ନ୍ୟାୟିକ ହେପାଜତରେ ରହିବେ। ସୋମବାର ଦିଲ୍ଲୀର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ...

ଲକ୍‌ ଡାଉନ୍‌ରେ ଘରୁ ବାହାରୁଥିବା ଲୋକଙ୍କ ଗୋଡ଼କୁ ପୋଲିସ ଗୁଳି କରିବା ଆବଶ୍ୟକ: ଭାଜପା ବିଧାୟକ

ଗାଜିଆବାଦ୍‌,୨୬।୩: ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ଭାଜପା ସଦସ୍ୟ ନନ୍ଦକିଶୋର ଗୁର୍ଜର...

ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା

କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ...

ଭାରତ ବନ୍ଦ ର ମିଶ୍ରିତ ପ୍ରଭାବ

ନୂଆଦିଲ୍ଲୀ,୨୬ ।୨: କନଫେଡେରେଶନ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି । ଜିଏସ୍‌ଟି ଜଟିଳତା ଓ ଇ-କମର୍ସକୁ ନେଇ...

ଜେପିସି ତଦନ୍ତ ଦାବିକଲେ ବିରୋଧୀ

ନୂଆଦିଲ୍ଲୀ/ମୁମ୍ବାଇ,୩ା୨:ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଦାନୀ ସମୂହ ବିରୋଧରେ ଆମେରିକୀୟ ଆକ୍ଟିଭିଷ୍ଟ ଇନ୍‌ଭେଷ୍ଟର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଣିଥିବା ଷ୍ଟକ୍ସ...

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩...

ଲୋକ ସଭାରେ ହଟ୍ଟଗୋଳ କରି ନିଲମ୍ବିତ ହେଲେ କଂଗ୍ରେସର ୪ଏମ୍‌ପି

ନୂଆଦିଲ୍ଲୀ,୨୫।୭: ସଂସଦରେ ଚାଲିଛି ମୌସୁମୀ ଅଧିବେଶନ। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଦର ବୃଦ୍ଧି, ବେରୋଜଗାରକୁ ପ୍ରସଙ୍ଗ କରି ଗୃହରେ ହଟ୍ଟଗୋଳ ଚଳାଇଛନ୍ତି। ଇତିମଧ୍ୟରେ ସୋମବାର...

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ...

Advertisement
Archives

Model This Week