Posted inଜାତୀୟ

ଶିବାଜୀଙ୍କ ରାଜସଭା ଭଳି ହେବ ଉଦ୍ଧବଙ୍କ ଶପଥ ଗ୍ରହଣ ପେଣ୍ଡାଲ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଇତିହାସ ରଚିବାକୁ ଯାଉଛି। ପ୍ରଥମ କରି ଠାକରେ ପରିବାରର ସଦସ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ଯାଉଛନ୍ତି। ସନ୍ଧ୍ୟାରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ଲାଗି ସଜେଇ ହେଉଛି ଶିବାଜୀ ପାର୍କ। ତେବେ ଯେଉଁ ମଞ୍ଚରେ ଉଦ୍ଧବ ଶପଥ ନେବେ ତାହା ସବୁଠାରୁ ନିଆରା ହେବ ବୋଲି ଜଣାପଡିଛି। ଛତ୍ରପତି ଶିବାଜୀ ମହାରାଜ ଯେଭଳି ଭାବେ ଶପଥ ନେଇଥିଲେ ସେହିଭଳି ଭାବେ ଅବା ତାଙ୍କ ରାଜସଭା ଭଳି ଉଦ୍ଧବଙ୍କ ଶପଥ ଗ୍ରହଣ ପେଣ୍ଡାଲ ହେବ ବୋଲି କୁହାଯାଉଛି। ଏହି ମଞ୍ଚରେ ରାଜମୁଦ୍ରାବି ଦେଖିବାକୁ ମିଳିପାରେ। ତେବେ ଏହି ମଞ୍ଚକୁ ସଜାଉଥିବା ନୀତୀନ ଦେଶାଇ ବଲିଉଡର ବହୁ ଐତିହାସିକ ସେଟ୍‌ ଡିଜାଇନ୍‌ କରିଥିବା କୁହାଯାଏ। ଏଥିରେ ମହାରାଷ୍ଟ୍ରର କିଲା, ରାଜ୍ୟର ଐତିହାସିକ ଗଡକୁ ସ୍ଥାନିତ କରାଯିବ ବୋଲି ନୀତୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେହଲଟ୍‌ଙ୍କ ୩ ବିଧାୟକ ଦାୟୀ

ନୂଆଦିଲ୍ଲୀ,୨୮।୯: ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ୩ ଅନୁଗତ ବିଧାୟକଙ୍କୁ ଦାୟୀ କରାଯାଇଛି। ସେମାନେ ହେଲେ ବିଧାନସଭାରେ ଦଳର ମୁଖ୍ୟ ହୁଇପ୍‌...

କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି...

କରୋନା ମହାମାରୀ ସଙ୍କଟ ସମୟରେ କଂଗ୍ରେସ କରୁଛି ରାଜନୀତି: ଦିନେଶ ଶର୍ମା

ଲକ୍ଷ୍ନୌ,୨୦।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ କଂଗ୍ରେସ ଘୃଣ୍ୟ ରାଜନୀତି ଆରମ୍ଭ କରିଛି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା କହିଛନ୍ତି। ପ୍ରବାସୀ...

ରାଫାଲ ବିମାନ କ’ଣ ନୂଆ ଟ୍ରକ୍‌ ଯେ ତାକୁ ପୂଜା କରାଗଲା: ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୦।୧୦: ଗୋଟିଏ ଦିନ ପୂର୍ବରୁ ପ୍ରତିରକ୍ଷାମନ୍ତ୍ରୀ ପ୍ୟାରିସ ଯାଇ ଯୁଦ୍ଧ ବିମାନ ରାଫାଲକୁ ଗ୍ରହଣ କରିବା ପୂର୍ବରୁ ଏହାକୁ ପୂଜା କରିଥିଲେ। ଆଉ ଏହାପରେ ପରେ...

ଦେଶରୁ ଶେଷ ହେଉଛି ବଂଶବାଦ ରାଜନୀତି: ମୋଦି

ପୁଡୁଚେରୀ,୨୫।୨: ଦେଶରୁ କଂଗ୍ରେସର ସାମନ୍ତବାଦୀ, ବଂଶବାଦ ତଥା ସଂରକ୍ଷଣ ରାଜନୀତି ଶେଷ ହେବାରେ ଲାଗିଛି। ସମ୍ପ୍ରତି ଇତିହାସରେ ପ୍ରଥମଥର ପାଇଁ ଲୋକ ସଭାରେ କଂଗ୍ରେସ ସଦସ୍ୟଙ୍କ...

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା...

ଭାଲେଣ୍ଟାଇନ୍ସ ଡେ’ରେ ଶପଥ ନେବେ କେଜରିଓ୍ବାଲ!

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆରମ୍ଭ ହୋଇଗଲାଣି ଅଙ୍କ କଷା। ଆମ ଆଦମୀ ପାର୍ଟି(ଏଏପି) ଏଥର ବହୁମତରେ ଆସି ପୁଣିଥରେ ଦିଲ୍ଲୀରେ...

ମୁଖ୍ୟମନ୍ତ୍ରୀଙ୍କ ସଭାରେ ଅନ୍ନଦାତାଙ୍କୁ ପୋଲିସର ଲାଠି ମାଡ଼

କର୍ନାଲ,୧୦।୧: କୃଷି ଆଇନକୁ ନେଇ ପ୍ରଦର୍ଶନ କରୁଥିବା ଅନ୍ନଦାତାଙ୍କ ଦୁଃଖ ବୁଝିବା ତ ଦୂରର କଥା ବରଂ ସେମାନଙ୍କ ଉପରେ ଲଗାତାର ଲାଠିମାଡ଼ ହେବାରେ ଲାଗିଛି।...

Advertisement
Archives

Model This Week