ଶିମିଳିପାଳରେ ପର୍ଯ୍ୟଟକଙ୍କୁ ଆକ୍ରମଣ କଲା ବବ୍‌ଲୁ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୫।୧୨- ମୟୂରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା କେବେ ଘଟିଛି ତାହା ଜଣା ପଡ ନ ଥିବା ବେଳେ ବିଭାଗୀୟ ଅଧିକାରୀମାନେ ମଧ୍ୟ ଯୋଗାଯୋଗରେ ଆସୁ ନ ଥିବାରୁ କିଛି ତଥ୍ୟ ମିଳିପାରିନାହିଁ।

ସୂଚନା ମୁତାବକ, ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଲୁଲୁଙ୍ଗକୁ ପ୍ରତିଦିନ ପର୍ଯ୍ୟଟକମାନେ ବୁଲିବାକୁ ଯାଇଥାନ୍ତି। ଭାଇରାଲ ଭିଡିଓରେ ପୋଷା ହାତୀ ବବ୍‌ଲୁ ଏଠାକୁ ଆସିଥିବା ପର୍ଯ୍ୟଟକଙ୍କୁ ଗୋଡାଉଥିବା ଦେଖିବାକୁ ମିଳିଛି। ଲୋକେ ପ୍ରାଣ ବିକଳରେ ଦୌଡୁଛନ୍ତି। ଏପରିକି ମାହୁନ୍ତଙ୍କ କଥା ମଧ୍ୟ ବବ୍‌ଲୁ ଶୁଣୁ ନ ଥିଲା । ତେବେ ବବଲୁର ଗୋଡ଼ ଲୁହା ଶିକୁଳି ବନ୍ଧା ହୋଇ ଥିବାରୁ ସେ ଠିକ ଭାବେ ଦୌଡ଼ି ପାରି ନ ଥିବା ଦେଖିବାକୁ ମିଳିଛି। ଫଳରେ ବଡ ଧରଣର ଅଘଟଣ ଘଟି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗର ବ୍ଲକରେ ହେଲା ସାନିଟାଇଜ

ଧାମନଗର,୧୪ା୪(ଡି.ଏନ.ଏ.)-ଧାମନଗର ବ୍ଲକରେ ପ୍ରମୁଖ ବଜାର ଗୁଡିକୁ ଧାମନଗର ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି। ଧାମନଗର ବ୍ଲକ, ଧାମନଗର ବଜାର, ଦୋବଲ, ଧୂଷୁରୀ, ଅସୁରାଳୀ ସମେତ...

ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ

କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା...

ଇଣ୍ଡିଆ ବୁକ୍‌ ଅଫ ରେକଡର୍‌ସରେ ଆଇଟିଆଇ

ବ୍ରହ୍ମପୁର ଅଫିସ,୧୯ା୩: ଦକ୍ଷତା ବିକାଶ ଓ ସ୍କ୍ରାପ୍‌ର ପୁନଃ ବିନିଯୋଗର ପ୍ରତିଫଳନ ଭାବେ ବ୍ରହ୍ମପୁର ଆଇଟିଆଇରେ ନିର୍ମିତ ‘ମାଇଣ୍ଡ, ହାର୍ଟ ଆଣ୍ଡ୍‌ ହ୍ୟାଣ୍ଡସ୍‌ ଶୋ’ ଓପନ୍‌ ସ୍କ୍ରାପ୍‌...

ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

କୋକସରା,୧୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ କାଶିବାହାଲ କେନାଲ ପାର୍ଶ୍ୱ ଚାଷ ଜମିରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ କୋକସରା ପୋଲିସ...

ନର୍ସ କ୍ୱାଟରରୁ ଚୋରି କରି ଧରାପଡ଼ିଲେ

ଝାରସୁଗୁଡା ଅଫିସ,୪।୧୧: ଝାରସୁଗଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଖଲିଆକାନୀ ସିଏଚ୍‌ସି ହସ୍ପିଟାଲ କ୍ବାଟରରୁ ଅକ୍ଟୋବର ୩ ତାରିଖ ରାତିରେ ଏକ ଲାପଟପ୍‌ ଚୋରି ହୋଇଥିଲା...

କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ

ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ...

ମିଲର୍ସଙ୍କ ମର୍ଜିରେ ମଣ୍ଡି

ବରଗଡ଼ ଅଫିସ୍‌,୧ା୬: ଦିନକ ପରେ ବରଗଡ଼ ଜିଲାରେ ରବିଧାନ ସଂଗ୍ରହକୁ ତିନି ସପ୍ତାହ ବିତିବ। ହେଲେ ଏଠାରେ ଧାନବିକ୍ରିକୁ ନେଇ ଦେଖାଯାଇଥିବା ଅବ୍ୟବସ୍ଥାରେ ସୁଧାର ଆସିପାରିନାହିଁ।...

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪...

Advertisement
Archives

Model This Week