ଶିଳ୍ପାଙ୍କ ନିର୍ବନ୍ଧ ମୁଦିିର ମୂଲ୍ୟ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡର ଫିଟ୍‌ନେସ୍‌ କୁଇନ୍‌ ଶିଳ୍ପା ସେଟ୍ଟୀ ଫିଲ୍ମ ଦୂନିଆରୁ ଦୂରେଇ ଅଛନ୍ତି ସତ, ହେଲେ ସବୁବେଳେ ସେ ଚର୍ଚ୍ଚାରେ ଥାନ୍ତି। ସେ ନିଜ ଫ୍ୟାନ୍ସମାନଙ୍କ ପାଇଁ ପ୍ରତିଦିନର ଅପଡେଟ ସୋସିଆଲ ମିଡିଆରେ ଦିଅନ୍ତି। ଅଭିନେତ୍ରୀ ଶିଳ୍ପା ଏବେ ଫିଲ୍ମ ଛାଡ଼ି ଟିଭି ଶୋରେ କାମ କରୁଛନ୍ତି। ଏବେ ଅନେକ ଦିନ ପରେ ସେ ଫିଲ୍ମରେ କମ୍‌ବ୍ୟାକ କରିବେ। ଅପକମିଂ ଫିଲ୍ମ ହଙ୍ଗାମାର ସିକ୍ୱେଲରେ ଶିଳ୍ପା ଅଭିନୟ କରିବେ। ଶିଳ୍ପା ସେଟ୍ଟୀ ୨୦୦୯ରେ ଜଣାଶୁଣା ଶିଳ୍ପପତି ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ। ତାଙ୍କର ବର୍ତ୍ତମାନ ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି। କିନ୍ତୁ ଜାଣିଛନ୍ତି କି, ଶିଳ୍ପାଙ୍କୁ ନିର୍ବନ୍ଧ ସମୟରେ ରାଜ୍‌ କେତେ ଟଙ୍କାର ଆଙ୍ଗୁଠି ଦେଇଥିଲେ। ରାଜ୍‌ ଏକ କ୍ଲାସିକ୍‌ ଡିଜାଇନର ୨୦ କ୍ୟାରେଟର ହୀରା ମୁଦି ଶିଳ୍ପାଙ୍କୁ ଉପହାରରେ ଦେଇଥିଲେ। ଯାହାର ମୂଲ୍ୟ ପାଖାପାଖି ସାଢେ ତିନି କୋଟି ହେବ। ଏହି ମୁଦିଟି ରାଜ ଲଣ୍ଡନରୁ କିଣିଥିଲେ। ସେହିପରି ଶିଳ୍ପା ବିବାହ ଦିନ ପିନ୍ଧିଥିବା ଶାଢିର ମୂଲ୍ୟ ୫୦ ଲକ୍ଷ ଥିଲା ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈମୁରଙ୍କ ଫିଲ୍ମକୁ ନେଇ ମୁହଁ ଖୋଲିଲେ ମଧୁର ଭଣ୍ଡାରକର

ମୁମ୍ବାଇ: ନିକଟରେ ଶୈଫିନାଙ୍କ ପୁଅ ତୈମୁର ଅଲ୍ଲି ଖାଁ ବଲିଉଡ୍‌ରେ ନଜର ଆସିବେ ବୋଲି ଚର୍ଚ୍ଚା ହେଉଥିଲା। ତୈମୁରଙ୍କୁ ନେଇ ନିର୍ମାତା ନିର୍ଦ୍ଦେଶକ ମଧୁର ଭଣ୍ଡାରକର...

ଜୟାଲଳିଥା ଜଣେ ଗ୍ଲାମରସ୍‌ ଷ୍ଟାର ଥିଲେ: କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଖୁବ୍‌ଶୀଘ୍ର ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟାଲଳିଥାଙ୍କ ବାୟୋପିକରେ ନଜର ଆସିବେ। ‘ଥଲାଇବି’ ନାମକ ଏହି ବାୟୋପିକରେ ଜୟାଲଳିତାଙ୍କ ଜୀବନିକୁ...

‘ରାଉଡି’ ହେବାକୁ ଇଚ୍ଛା

ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ସେ ବବ୍‌ଲି ଓ ଚୁଲ୍‌ବୁଲି ନାୟିକା। ଦିନେ ଶିଶୁ କଳାକାରଭାବେ ଦର୍ଶକଙ୍କର ଭରପୂର ମନୋରଞ୍ଜନ କରୁଥିଲେ। ଆଜି ଫିଲ୍ମର ମୁଖ୍ୟ ନାୟିକା...

ସଲମାନ୍‌ଙ୍କ ଓ୍ବାର୍କଆଉଟ୍‌ ଫଟୋ ଦେଖି ରାଗିଗଲେ ସୁଶାନ୍ତଙ୍କ ପ୍ରଶଂସକ, କହିଲେ ଏଭଳି କିଛି

ବମ୍ବେ: ନିଜର ଫିଟ୍‌ନେସ୍‌କୁ ନେଇ ଦବଙ୍ଗ ଖାନ୍‌ ସଲମାନ୍‌ ବେଶ ଯତ୍ନବାନ। ପ୍ରଶଂସକମାନଙ୍କୁ ମଧ୍ୟ ସେ ଫିଟ୍‌ ରହିବାକୁ ପ୍ରେରଣା ଦିଅନ୍ତି। ସେ ସୋସିଆଲ ମିଡିଆରେ...

କାହାର ପାଦ ଛୁଇଁଲେ ବରୁଣ

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ମାତା ଡେଭିଡ ଧଓ୍ବନଙ୍କ ପୁଅ ହେଉଛନ୍ତି ବରୁଣ ଧଓ୍ବନ। ନିଜ ଅଭିନୟ ପାଇଁ ସେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ବେଶ୍‌ ପରିଚିତ। ହେଲେ...

ରୁର୍‌କୀରେ ଫିଲ୍ମ ‘ଆର୍ଟିକାଲ ୧୫’ ବ୍ୟାନ

ଡେରାଡୁନ: ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଆର୍ଟିକାଲ ୧୫’ ବକ୍ସ ଅଫିସରେ ଭଲ ପ୍ରଦର୍ଶନ କରୁଛି। ଗତ ୪ ଦିନ ମଧ୍ୟରେ ଭଲ ବ୍ୟବସାୟ କରିଥିଲେ ବି...

ପସନ୍ଦ ଆସୁଛି ‘ପଙ୍ଗା’: ଦୁଇ ଦିନରେ ରୋଜଗାର କଲାଣି ୮.୩୧ କୋଟି

ବମ୍ବେ: ବଡ଼ ପରଦାରେ ରିଲିଜ ହୋଇଛି କଙ୍ଗନା ରାଣାଓ୍ବତ ଅଭିନୀତ ‘ପଙ୍ଗା’। ଶୁକ୍ରବାର ରିଲିଜର ପ୍ରଥମ ଦିନରେ ଫିଲ୍ମର ବ୍ୟବସାୟ ସାମାନ୍ୟ ମାନ୍ଦା ଥିବାବେଳେ ଶନିବାର...

ଗୋଆରେ ମିଳୁଛି ‘ଉର୍ବଶୀ ରୌଟେଲା-ଶଟ୍‌’

ମୁମ୍ବାଇ: ବି-ଟାଉନ୍‌ ତାରକାଙ୍କୁ ନେଇ କ୍ରେଜ୍‌ କିଛି ନୂଆ କଥା ନୁହେଁ। ନିଜ ମନପସନ୍ଦ ଅଭିନେତ୍ରୀ, ଅଭିନେତାଙ୍କ ପାଇଁ ବେଳେ ବେଳେ ଫ୍ୟାନ୍‌ମାନେ କିଛି ବି...

Coronavirus Update


Archives

Model This Week

Why Dharitri