ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ତାଳଚେର, ୨୭ା୬(ନି.ପ୍ର.) : ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ଛାତ୍ରୀମାନେ ତାଲା ପକାଇ ଦେଇଛନ୍ତି। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ୨୬ ତାରିଖରେ ଯୁକ୍ତ ୩ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷ ପିଲାଙ୍କ ପ୍ରାକ୍ଟିକାଲ ପରୀକ୍ଷା ଥିଲା। ପ୍ରଶ୍ନପତ୍ର ଦିଆଯାଇ ନ ଥିବାରୁ ଛାତ୍ରୀମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଏନେଇ ଛାତ୍ରୀମାନେ ଗୁରୁବାର ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଫାଟକରେ ତାଲା ପକାଇ ଦେଇଛନ୍ତି। ଖବର ପାଇ ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଲୋଚନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରେ ପଦାର୍ପଣ କଲା ଅନୁଗୋଳ

ଅନୁଗୋଳ ଅଫିସ,୧।୪ ୧୯୯୩ ଏପ୍ରିଲ ୧ରେ ଜିଲା ମାନ୍ୟତା ପାଇଥିବା ଅନୁଗୋଳ ୨୯ ବର୍ଷରେ ପଦାର୍ପଣ କରିଛି। ତେଣୁ ଏପ୍ରିଲ୍‌ ୧ ଶୁକ୍ରବାର ଓଡ଼ିଶା ଦିବସ...

ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି

ବଇଣ୍ଡା,୨୨।୧ (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଶୁକ୍ରବାର ଏକ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଲଲିତ ମୋହନ ବେହେରାଙ୍କ...

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି ।...

ଅନୁଗୋଳ ବଜାରରେ କେଟିଏମ୍‌ ଆର୍‌ସି ୧୨୫

ଅନୁଗୋଳ ଅଫିସ, ୧୮।୭ – କେଟିଏମ୍‌ ପକ୍ଷରୁ ନୂଆ ଆର୍‌ସି ୧୨୫ ମଡେଲ ଅନୁଗୋଳ ବଜାର ପ୍ରବେଶ କରିଛି। ଏହି ମଡେଲ ଆର୍‌ସି ୧୬ କେଟିଏମ୍‌...

କଟକ ଯିବାକୁ ଆଠମଲ୍ଲିକବାସୀ ହନ୍ତସନ୍ତ: ୩ ଦିନ ହେଲା ଆସୁନି ‘କୃଷ୍ଣପ୍ରିୟା’

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରଠାରୁ କଟକ ଯିବାକୁ ୩ ଦିନ ହେଲା ଅସୁବିଧା ଭୋଗୁଛନ୍ତି ଲୋକେ। ଦୀର୍ଘଦିନରୁ ଆଠମଲ୍ଲିକ ଉପାନ୍ତ ଅଞ୍ଚଳରୁ ଯାତାୟାତ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ...

ବିଭିନ୍ନ ଦାବି ନେଇ ଖବରଦାତା ସମ୍ମିଳନୀ

ଅନୁଗୋଳ ଅଫିସ,୨୪।୧: ବିଭିନ୍ନ ଦାବି ନେଇ ଅନୁଗୋଳ ଜିଲା ଗୋପବନ୍ଧୁ ପାର୍କ ପରିସରରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ...

୧୪ ମାସ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ଅନୁଗୋଳ ଅଫିସ,୧୬ା୧୨: ଅନୁଗୋଳ ସଦର ଥାନା ଡେରଜାଙ୍ଗ ପ୍ରୋଜେକ୍ଟଠାରେ ୨୦୨୧ ସେପ୍ଟେମ୍ବରରେ ଡକାୟତ ଜଗନ ସେନାପତିଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା। ଏହି ଘଟଣାର ୧୪...

Advertisement
Archives

Model This Week