ଲାଠୋର, ୨୮ା୪(ଡି.ଏନ.ଏ.)
ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ ନ୍ୟୁଜର ସ୍କ୍ରିନ ସଟ୍ ମାରି କେହି ଜଣେ ଏକ ଭିଡ଼ିଓ ଭାଇରାଲ କରିଥିଲେ ା ବଲାଙ୍ଗୀର ଜିଲା ଲାଠୋର ପଞ୍ଚାୟତର ଜଣେ ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଏଥିରେ ପ୍ରଚାର କରାଯାଇଥିଲା ା ସୋସିଆଲ ମିଡ଼ିଆରେ ତାହା ପୋଷ୍ଟ କରିବା ପରେ ସେହି ଭିିଡ଼ିଓ ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ା ହେଲେ ସମ୍ପୃକ୍ତ ଚ୍ୟାନେଲର ସ୍ଥାନୀୟ ଖବରଦାତାଙ୍କୁ ଯୋଗାଯୋଗ କରିବାରୁ ସେ ଏ ଘଟଣା ସଂକ୍ରାନ୍ତରେ ଜାଣି ନ ଥିବା କହିଥିଲେ ା ପରେ ଏହା ଗୁଜବ ବୋଲି ଜଣାପଡିଥିଲା ା ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ କହିଛନ୍ତି, ଗୁଜବ ପ୍ରଚାର ସମ୍ପର୍କରେ ଆମେ ପୋଲିସକୁ ଅବଗତ କରିଛୁ ା ଲୋକ ଭୟଭୀତ ହେବାର ଆବଶ୍ୟକତା ନାହିଁ। ତେବେ କିଏ ଏପରି ଗୁଜବ ପ୍ରଚାର କଲା ତାହା ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


