ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ

ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ ମୃତ୍ୟୁବରଣ କରିଛନ୍ତି। ସୁନି ବାପଘରେ ରହି ଆସୁଥିଲେ। ଶୁକ୍ରବାର ରାତିରେ ତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ଘରେ ଏକ ଶିଶୁ କନ୍ୟା ଜନ୍ମ ଦେଇଥିଲେ। ପରେ ଅତ୍ୟଧିକ ରକ୍ତସ୍ରାବ ହେବା ସହ ବନ୍ଦ ହୋଇ ନ ଥିଲା। ଶନିବାର ପୂର୍ବାହ୍ନରେ ୧୦ଟା ବେଳେ ତାଙ୍କୁ ପରିବାର ଲୋକେ ୧୦୮ ଯୋଗେ ନୀଳଗିରି ମେଡ଼ିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ବରହମପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri